ନିଷିଦ୍ଧାଞ୍ଚଳରୁ ମାଛ ଧରା ବୋଟ ଜବତ, ୭ ମତ୍ସ୍ୟଜୀବୀ ଗିରଫ

ମହାକାଳପଡ଼ା : ନିଷିଦ୍ଧାଞ୍ଚଳରୁ ମାଛ ଧରା ବୋଟ ସହ ୭ ମତ୍ସ୍ୟଜୀବୀ ଗିରଫ। କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ଅଭୟରଣ୍ୟ ଗଭୀର ସମୁଦ୍ରରେ ଏକ କୁଳିଆ ମୁହାଁଣ ନିଷିଦ୍ଧଞ୍ଚଳରେ ବେଆଇନ ଭାବେ ମାଛ ଧରୁଥିବା ମାଆ ବlସୁଳେଇ -୨ ନାମକ ବୋଟ ସହ ୭ ଜଣ ମତ୍ସଜୀବୀଙ୍କୁ ଗିରଫ କରିଛି ଶାସନିପେଟା ବନବିଭାଗ । କଇଁଛ ସୁରକ୍ଷା ପାଁଇ ବନ ବିଭାଗର ପାଟ୍ରୋଲିଂ ବେଳେ ସେମାନେ ଧରାପଡିଛନ୍ତି । ବେଆଇନ ବୋଟ ଧରାଯିବା ସହ ୫୦ କିଲୋ ମାଛ, ଜାଲ […]

Read More Text.
Images

ପ୍ରଶ୍ନପତ୍ର ଲିକ ରୋକିବା ପାଇଁ ରାଜ୍ୟର ୨୧୧ ପରୀକ୍ଷା ହବରେ ଲଗାଯିବ AI କ୍ୟାମେରା

ଭୁବନେଶ୍ୱର : ପ୍ରଶ୍ନପତ୍ର ଲିକ ରୋକିବ AI କ୍ୟାମେରା  !  ଉଭୟ ପରୀକ୍ଷାର୍ଥୀ ଓ ପର୍ଯ୍ୟବେକ୍ଷକ ଉପରେ ନଜର ରଖିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।  ଯୁକ୍ତ ଦୁଇ ପରୀକ୍ଷାର ପ୍ରଶ୍ନପତ୍ର ଲିକ ରୋକିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟବହାର କରିବ ଉତ୍କୃଷ୍ଟ AI କ୍ୟାମେରା । ରାଜ୍ୟର ୨୧୧ ପରୀକ୍ଷା ହବରେ ଏହାକୁ ଲଗାଯିବ ।  ନିଜ ପକ୍ଷରୁ ଏହି କାର୍ଯ୍ୟକ୍ରମ ଗ୍ରହଣ କରିବ ପରିଷଦ । ଏଥିପାଇଁ କଲେଜ ଇଣ୍ଟରନେଟ ଉପରେ ନିର୍ଭର […]

Read More Text.

ମୁଖାଗ୍ନି ଦେଇ ବାପାଙ୍କ ଶେଷ ଇଚ୍ଛା କଲେ ପୂରଣ କଲେ ଝିଅ

ନବରଙ୍ଗପୁର: ବାପାଙ୍କୁ ମୁଖାଗ୍ନି ଦେଲେ ଝିଅ । ଶ୍ମଶାନରେ ମୁଖାଗ୍ନି ଦେଇ ବାପାଙ୍କ ଶେଷ ଇଚ୍ଛା ପୂରଣ କଲେ। ନବରଙ୍ଗପୁର ଜିଲ୍ଲାର ବିଜେପି ଦଳର ପ୍ରତିଷ୍ଠାତା ଗଙ୍ଗାଧର ସାମନ୍ତରାୟଙ୍କ ମୃତ୍ୟୁ ପରେ ଝିଅ ସ୍ବାଗତିକା ସାମନ୍ତରାୟ ମୁଖାଗ୍ନି ଦେଇ ସମସ୍ତଙ୍କ ପାଇଁ ଏକ ଉଦାହରଣ ପାଲଟିଛନ୍ତି । ବଡ଼ ବଡ଼ ସହରରେ ଏହା ଏକ ସାଧାରଣ ଦୃଶ୍ୟ ହୋଇଥିଲେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏଭଳି ଦୃଶ୍ୟ ବହୁତ କମ୍ ଦେଖିବାକୁ ମିଳିଥାଏ । ସମାଜର ପ୍ରତ୍ୟାଖନ ଭୟରେ […]

Read More Text.

ସଡକ ଦୁର୍ଘଟଣାରେ ଚାଲିଗଲା ୨ ଭାଇଙ୍କ ଜୀବନ

ଗୁଣୁପୁର : ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଅନ୍ତର୍ଗତ ଲିମାମୋଡା ଗ୍ରାମ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାରେ ଦୁଇ ଯୁବକ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ମୁନା କିମ୍ବାକା ଏବଂ କୃଷ୍ଣ କିମ୍ବାକା ବୋଲି ଜଣାପଡ଼ିଛି। ସେମାନେ ଗୁଡାରି ବ୍ଲକର ନୀଳଗୁଡ଼ା ଗ୍ରାମର ବାସିନ୍ଦା। ସୂଚନା ଅନୁଯାୟୀ, ଦୁହେଁ କୌଣସି କାମରେ ଗୁଣୁପୁର ଯାଇ ଘରକୁ ଫେରୁଥିବା ସମୟରେ ନିୟନ୍ତ୍ରଣ ହରାଇବାରୁ ଲିମାମୋଡା ନିକଟରେ ଏକ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା […]

Read More Text.

ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ଛାଡ଼ିଲେ ବରିଷ୍ଠ IAS ଅଧିକାରୀ ଅରବିନ୍ଦ ପାଢ଼ୀ

ଭୁବନେଶ୍ୱର: ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ । ବରିଷ୍ଠ IAS ଅଧିକାରୀ ଅରବିନ୍ଦ ପାଢ଼ୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ଛାଡ଼ିବା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ ଛାଡିବା ବେଳେ ଏକ ପୋଷ୍ଟରେ ଲେଖିଛନ୍ତି, “ପ୍ଲାଟଫର୍ମରେ ମୋର ଉପସ୍ଥିତି ସବୁବେଳେ ସରଳ ନୀତି ଉପରେ ଆଧାରିତ ଥିଲା। ବ୍ୟକ୍ତିଗତ, ସକରାତ୍ମକ ଓ ଗଠନମୂଳକ ଚିନ୍ତାଧାରା ବାଣ୍ଟିବା ଥିଲା ମୋର ନୀତି। ମୁଁ ସଚେତନ ନାଗରିକ ଭାବରେ ସବୁବେଳେ ନକାରାତ୍ମକ କଥାଠାରୁ ଦୂରେଇ ରୁହେ। କିନ୍ତୁ, […]

Read More Text.

୧୩ ଓ ୧୪ରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ

ଭୁବନେଶ୍ୱର: ଦୁଇ ଦିନ ପରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ । ଆକାଶରୁ ବାଦଲ ହଟିବା ପରେ ପୁଣି ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ବଢ଼ିବ । ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି ତଳମୁହାଁ ହେବ ଏହି ସମୟରେ ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ଆଗାମୀ ୩ଦିନରେ ୨ରୁ ୩ ଡିଗ୍ରି ସେଲସିୟସ ଖସିବ ତାପମାତ୍ରା । ଶୀତ ସାଙ୍ଗକୁ […]

Read More Text.

ନୂଆ ଲୋକସେବା ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଗକୁ ବିଧାନସଭା ଆସନ ସଂଖ୍ୟା ବଢିପାରେ । ବିଧାନସଭାରେ ଆଉ ୫୦ଟି ସିଟ୍ ବଢ଼ିପାରେ । ସେଣ୍ଟ୍ରାଲ ଭିଷ୍ଟା ଢାଞ୍ଚାରେ ହେବ ନୁଆ ଲୋକସେବା ଭବନ ଓ ବିଧାନସଭା । ସୀମା ନିର୍ଦ୍ଧାରଣ ପରେ ବଢ଼ିପାରେ ବିଧାନସଭା ସିଟ୍ ସଂଖ୍ୟା ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା । ପୂରୁଣା ଲୋକସେବା ଭବନର ସୁରକ୍ଷା ଓ ସ୍ଥାନ ଅଭାବକୁ ଦୂର […]

Read More Text.

ରାଜ୍ୟ ବ୍ରାହ୍ମଣ ମହାସଭା ମୟୁରଭଞ୍ଜ ଶାଖା କାର୍ଯ୍ୟକାରିଣୀ ବୈଠକ 

ବାରିପଦା : ଓଡିଶା ରାଜ୍ୟ ବ୍ରାହ୍ମଣ ମହାସଭା ମୟୁରଭଞ୍ଜ ଶାଖାର କାଯ୍ୟକରିଣୀ ବୈଠକ ମହାସଭାର ଯୁଗ୍ମ ସମ୍ପାଦକ ନରୋତ୍ତମ ପାଣିଗ୍ରାହୀ ଙ୍କ ବାସଗୃହରେ ମହାସଭାର ସ୍ଥାୟୀ ସଭାପତି ଡାକ୍ତର ମହାଦେବ ଦାଶ ଙ୍କ ଅଧ୍ୟକତା ରେ  ଅନୁଷ୍ଠିତ ହୋଇଯାଇଛି, ପ୍ରାରମ୍ଭରେ ସଭାପତି ସ୍ୱାଗତ ଭାଷଣ ଦେଇ ମହାସଭା ର ସମସ୍ତ ସଭ୍ୟ ମାନଙ୍କୁ ଇଂରାଜୀ ନୂତନ ବର୍ଷର ଅଭିନନ୍ଦନ ଜଣାଇ ସଂଗଠନ କୁ ମଜଭୁତ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ, ସାଧାରଣ ସମ୍ପାଦକ ପଣ୍ଡିତ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ, ରସାୟନ ବିଜ୍ଞାନ ବିଭାଗର ଜାତୀୟ ଆଲୋଚନାଚକ୍ର 

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗ ଦ୍ଵାରା ଦୁଇ ଦିବସୀୟ ଜାତୀୟ ଆଲୋଚନାଚକ୍ର ଉଦ୍‌ଯାପିତ ହୋଇଯାଇଛି। ପ୍ରଥମ ଦିବସର ଉଦ୍‌ଘାଟନୀ ପର୍ବରେ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଉତ୍କଳ ବିଶ୍ଵବିଦ୍ୟାଳୟର ସିଏସ୍‌ଆଇଆରର ଏମିରେଟସ ବୈଜ୍ଞାନିକ ଭାବରେ ଅବସ୍ଥାପିତ ପ୍ରଫେସର ନିଗମାନନ୍ଦ ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ସାଂପ୍ରତିକ ସ୍ଥିତିରେ ରସାୟନ ବିଜ୍ଞାନର ଅଗ୍ରଗତି ସମ୍ବନ୍ଧରେ ସାରଗର୍ଭକ […]

Read More Text.
IMG 20260111 WA0170

ଏକାଦଶ ବାର୍ଷିକୀ ରୟାଲସ ପ୍ରିମିୟର ଲିଗ: ପରି ଚାଲେଞ୍ଜର ଚମ୍ପିୟାନ

ବାରିପଦା : ଷ୍ଟେସନ ଆଥେଲେଟିକ ଆସୋସିଏସନ୍ , ଷ୍ଟେସନ ବଜାର, ବାରିପଦା  ଆନୁକୁଲ୍ୟରେ ଆୟୋଜିତ ଏକାଦଶ ବାର୍ଷିକ ରୟାଲ୍ସ୍ ପ୍ରିମୀୟର ଲିଗର ଫାଇନାଲ ମ୍ୟାଚରେ ପରି ଚାଲେଞ୍ଜର ୩୬ ରନରେ ଭି ରୋରକୁ ପରାସ୍ତ କରି ଚମ୍ପିୟାନ ହୋଇଛି I ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟସଭା ସାଂସଦ ମମତା ମହାନ୍ତ ଆଜିର ଖେଳକୁ ଉଦଘାଟନ କରିବା ସହ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I ପ୍ରଥମ ବ୍ୟାଟିଂ କରି ପରି  ଚାଲେଞ୍ଜର ୧୨ ଓଭରରେ ୭ […]

Read More Text.