ବିଲ ମଝିରୁ ଅଧାପୋଡା ମୃତଦେହ ଜବତ
ଭଦ୍ରକ: ଭଦ୍ରକ ଜିଲ୍ଲାରେ ବିଲ ମଝିରୁ ମିଳିଲା ଅଧାପୋଡା ମୃତଦେହ । ମୃତଦେହ ଜବର କରି ତଦନ୍ତ କରୁଛି ପୁଲିସ । ରାଜ୍ୟରେ ଦିନକୁ ଦିନ ବଢୁଥିବା ଅପରାଧ ପୁଲିସ ପାଇଁ ମୁଣ୍ଡବିନ୍ଧ ସାଜୁଛି । କିନ୍ତୁ ଅପରାଧ କମିବା ବଦଳରେ ବଢ଼ିବାରେ ଲାଗିଛି । ଏହାରି ଭିତରେ ଭଦ୍ରକ ଜିଲ୍ଲାରୁ ଆଉ ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା ସାମ୍ନାକୁ ଆସିଛି । ଭଦ୍ରକ ଜିଲ୍ଲାରେ ବିଲ ମଝିରୁ ଅଧାପୋଡା ମୃତଦେହ ମିଳିଛି । ମୃତଦେହକୁ […]
Read More Text.