Road congress

ଭୁବନେଶ୍ୱରରେ ରୋଡ୍ସ କଂଗ୍ରେସ ସମାବେଶ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ୮୪ତମ ଇଣ୍ଡିଆନ୍‌ ରୋଡ କଂଗ୍ରେସ (ଅ୍ଧବଆରସି) ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହାର ଶୁଭାରମ୍ଭ କରିଛନ୍ତି । ୧୦ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସଡ଼କ ମହାକୁମ୍ଭରେ କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବରିଷ୍ଠ ଅଧିକାରୀ, ସଡ଼କ ସୁରକ୍ଷା ବିଶେଷଜ୍ଞ, ଗବେଷକ, ଛାତ୍ରଛାତୟୀଙ୍କୁ ମିଶାଇ ଦେଶ ବିଦେଶରୁ ତିନି ହଜାର ପ୍ରତିନିଧି ଯୋଗ ଦେବାର […]

Read More Text.
3

ବେଇମାନ୍ ଓ ପ୍ରାର୍ଥୀ ଚୋରିକୁ ନେଇ ନବୀନଙ୍କୁ ଟାର୍ଗେଟ କଲେ ଡାକ୍ତର ସମ୍ବିତ ପାତ୍ର

ନୂଆପଡ଼ା: ନୂଆପଡ଼ାରେ ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ ନବୀନ ପଟ୍ଟନାୟକଙ୍କୁ କଡ଼ା ଭାଷାରେ ସମାଲୋଚନା କରିବା ସହ ବେଇମାନ୍ ଓ ପ୍ରାର୍ଥୀ ଚୋରିକୁ ନେଇ ଟାର୍ଗେଟ କରିଛନ୍ତି। ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର କହିଛନ୍ତି, କୌଣସି ଦ୍ରବ୍ୟର ଚୋରି ହୋଇଥାଏ। ଏକଥା ବୋଧହୁଏ ନବୀନ ବାବୁଙ୍କୁ ଜଣାନାହିଁ। ବିଜେଡି ଘୃଣ୍ୟ ରାଜନୀତି କରି ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କୁ ଏକ ଦ୍ରବ୍ୟରେ ପରିଣତ କରି ଦେଇଛି, ଯାହା ଅତ୍ୟନ୍ତ […]

Read More Text.
Ceo 1068x601

୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ିବାକୁ ବାହାର ଭୋଟରଙ୍କୁ ନିର୍ଦେଶ

ଭୁବନେଶ୍ବର: ନୂଆପଡା ଉପ-ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶୁକ୍ରବାର ନିର୍ଦେଶାବଳୀ ଜାରି କରିଛନ୍ତି। ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବ ଅବଧି, ଯାହାକୁ ସାଧାରଣତଃ ନୀରବ ଅବଧି ବୋଲି କୁହାଯାଇଥାଏ, ସେହି ନୀରବ ଅବଧି ନେଇ ଜାରି କରାଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ସମ୍ପର୍କରେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ. ଗୋପାଳନ(ଭା.ପ୍ର.ସେ) ସାମ୍ବାଦିକ ସମ୍ମିଳନୀରେ […]

Read More Text.
Images

ବାରହା ଫାଶରେ ପଡ଼ି ପ୍ରାଣ ହରାଇଲେ ୨ ଯୁବକ

କୋରାପୁଟ: ବାରହା ଶିକାର ପାଇଁ ବିଛାଯାଇଥିବା ଫାଶରେ ପଡ଼ି ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି। ଫାଶରେ ବିଦ୍ୟୁତ ସଂଯୋଗ ହୋଇଥିବାରୁ ଯୁବକଦ୍ଵୟ ତାହା ସଂଶ୍ପର୍ସରେ ଆସି ପ୍ରାଣ ହରାଇଛନ୍ତି। କୋରାପୁଟ ଜିଲା ପିପଳପଦର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଇ ପାହାଡ଼ରେ ଏହି ଅଭାବନୀୟ ଘଟଣା ଘଟିଛି। ଯୁବକ ଦ୍ଵୟ ପାହାଡ଼ି ରାସ୍ତା ଦେଇ ଗାଈ ଖୋଜିବାକୁ ଯାଉଥିଲେ। ହେଲେ ସେହି ରାସ୍ତାରେ ବାରହା ଶିକାର ପାଇଁ କେହି ବିଦ୍ୟୁତ ସଂ​‌ଯୋଗ କରି ଫାଶ ବସାଇଥିଲେ। ଯାହାଫଳରେ ଫାଶରେ ପଡ଼ି […]

Read More Text.
Sp

ବଢ଼ିଲା ବ୍ରହ୍ମପୁର ଏସପିଙ୍କ ଅଡୁଆ, ହାଜର ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ବ୍ରହ୍ମପୁର : ଅଡୁଆରେ ବ୍ରହ୍ମପୁର ଏସପି ।  ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମାଲରେ ଦେଇଥିବା ମନ୍ତବ୍ୟ ମହଙ୍ଗା ପଡ଼ିଛି । ନିର୍ବାଚନ ମାମଲାରେ ମନ୍ତବ୍ୟ ଦେଇଥିବାରୁ ବ୍ରହ୍ମପୁର ଏସ୍.ପି.ଙ୍କ ଠାରୁ ଶପଥ ପାଠ ତଲବ କଲେ ହାଇକୋର୍ଟ ।  ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ । ପେଣ୍ଡିଂ ଇଲେକ୍ସନ ପିଟିସନ ସମ୍ପର୍କରେ ସର୍ବସାଧାରଣରେ ମନ୍ତବ୍ୟ ଦେଇଥିଲେ ବ୍ରହ୍ମପୁର ଏସପି । ଏହି କଥାକୁ ସ୍ୱୀକାର କରିଛନ୍ତି ବ୍ରହ୍ମପୁରର ଏସପି ଡ. ଶର୍ବଣା ବିବେକ ଏମ ।  ଏହାପରେ […]

Read More Text.
Whatsapp image 2025 11 07 at 12.03.18 pm 1068x723

ଲୋକସେବା ଭବନରେ ‘ବନ୍ଦେ ମାତରମ୍‌’ ଗାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ବେନ୍ଦ ମାତରମ୍‌’ ସଙ୍ଗୀତ ଗାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବନ୍ଦେ ମାତରମ୍‌’ ଗାନ କରିଛନ୍ତି । ଏହାଛଡା ଲୋକସେବା ଭବନର କର୍ମଚାରମାନେ ମଧ୍ୟ ଏଥିରେ ସାମିଲ ହୋଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ଏହି ଗୀତର […]

Read More Text.
1

ବରିଷ୍ଠ ନାଗରିକଙ୍କଠାରୁ ଦେଢ କୋଟି ଲୁଟିନେଲେ ସାଇବର ଠକ

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଡିଜିଟାଲ ଆରେଷ୍ଟ କରି ଦେଢ କୋଟି ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି । ସାଇବର ଠକମାନେ ଡିଜିଟାଲ ଆରେଷ୍ଟ କରି ଜଣେ ବରିଷ୍ଠ ନାଗରିକଙ୍କ ଠାରୁ ଏହି ଅର୍ଥ ଲୁଟି ଥିବା ସାଇବାର ଥାନାରେ ଅଭିଯୋଗ ହୋଇଛି । ସାଇବାର ଠକମାନେ କଷ୍ଟମ୍‌ ବିଭାଗ ଅଧିକାରୀ ବୋଲି ପରିଚୟ ଦେଇ ବରିଷ୍ଠ ନାଗରିକଙ୍କୁ ମନି ଲଣ୍ଡ୍ରିଂ ହୋଇଥିବା କହି ଡିଜିଟାଲ ଆରେଷ୍ଟ କରିଥିଲେ । ୧୦ଦିନ ଧରି ସାଇବାର ଠକ […]

Read More Text.
Capture 1

ଓଏସ୍‌ଏସ୍‌ସି ଅଫିସ ଆଗରେ ଆଣ୍ଠେଇ କାନମୋଡ଼ି ଚାପୁଡ଼ା ଖାଇ ଧାରଣା ଦେଲେ ଆଶାୟୀ।

ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍‌ଏସ୍‌ସି) ଦ୍ବାରା ପରିଚାଳିତ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପ୍ରକ୍ରିୟାରେ ଟିଜିଟି ସଂସ୍କୃତ ପଦବୀ ପାଇଁ ମେଧା ତାଲିକା ପ୍ରକାଶ ପାଉନି। ସଂସ୍କୃତ ବ୍ୟତୀତ ଅନ୍ୟ ଟିଜିଟି ପଦବୀ ପାଇଁ ମେଧା ତାଲିକା ପ୍ରକାଶ ପାଇଛି। ଟିଜିଟି ସଂସ୍କୃତ ପଦବୀ ପାଇଁ ମେଧା ତାଲିକା ପ୍ରକାଶରେ ବିଳମ୍ବ କରାଯାଉଥିବା ପ୍ରତିବାଦରେ ଶହ ଶହ ଆଶାୟୀ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଓଏସ୍‌ଏସ୍‌ସି କାର୍ଯ୍ୟାଳୟ ଆଗରେ ଆଶାୟୀ ଶିକ୍ଷକ ଧାରଣା ଦେବା […]

Read More Text.
Low pressure 1

୧୪ ଓ ୧୯ ତାରିଖରେ ଆସୁଛି ଆଉ ୨ଟି ଲଘୁଚାପ !

ଭୁବନେଶ୍ୱର : ଆସୁଛି ଡବଲ୍ ଲଘୁଚାପ । ଗୋଟିଏ ଲୋପ୍ରେସର ୧୪ ତାରିଖରେ ଅନ୍ୟଟି ୧୯ ତାରିଖରେ ହେବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାତ୍ୟା ମୋନ୍ଥା ପ୍ରଭାବରେ ବର୍ତ୍ତମାନ ପୂର୍ବକେନ୍ଦ୍ରୀୟ ଏବଂ ତତସଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ୧୨ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ପହଞ୍ଚିବ । ସେପଟେ ଟାଇଫୁନ୍ କାଲାମାଏଗିର ଯାହା ଫିଲିପିନ୍ସ ପ୍ରଭାବିତ କରିବ ତାର ଅବଶିଷ୍ଟାଂଶ ବଙ୍ଗୋପସାଗରରେ ଆଣ୍ଡାମାନ ସାଗର […]

Read More Text.
Accident n

ଡିଭାଇଡରେ ପିଟି ହେଲା ଟୁରିଷ୍ଟ ଗାଡ଼ି, ୧୭ ଗୁରୁତର

ଅନୁଗୋଳ: ଜାତୀୟ ରାଜପଥରେ ଡିଭାଇଡରେ ପିଟି ହେଲା ଟୁରିଷ୍ଟ ଗାଡ଼ି । ୧୭ ଜଣ ଗୁରୁତର ହୋଇଛନ୍ତି । ସମ୍ବଲପୁରର ମାଆ ସମଲେଶ୍ୱରୀ ଦର୍ଶନ ପାଇଁ ଏକ ଟୁରିଷ୍ଟ ଗାଡ଼ିର ଲୋକମାନେ ଯାଉଥିବା ବେଳେ ଯାଉଥିବା ବେଳେ ଡିଭାଇଡର ପିଟି ହୋଇଥିଲା । ୫୫ ନମ୍ବର ଜାତୀୟ ରାଜ ପଥର ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ତୀର୍ଥଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ […]

Read More Text.