ଏସସିବିରେ ରକ୍ତ ପରୀକ୍ଷା ଓ ରିପୋର୍ଟ ସଂଗ୍ରହ ପାଇଁ ଆଉ ଲାଇନରେ ରହିବେନି ରୋଗୀ, ମୋବାଇଲକୁ ଆସିବ ରିପୋର୍ଟ
କଟକ: ଏଣିକି ରକ୍ତ ପରୀକ୍ଷା ପାଇଁ କିମ୍ବା ରିପୋର୍ଟ ସଂଗ୍ରହ ପାଇଁ ଆଉ ଲାଇନରେ ଠିଆ ହେବାକୁ ପଡିବନି । ଆସିବ ରିପୋର୍ଟ । ଖୁବଶୀଘ୍ର କଟକ ଏସସିବି ମେଡିକାଲର ଦ୍ୱିତୀୟ କ୍ୟାମ୍ପସରେ ଏହି ମାଗଣା ସୁବିଧା ପାଇବେ ରୋଗୀ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । କଟକ ବଡ଼ ମେଡିକାଲକୁ ଦୈନିକ ହଜାର ହଜାର ରୋଗୀ ବିଭିନ୍ନ ସ୍ଥାନରୁ ଚିକିତ୍ସିତ ହେବା ପାଇଁ ଆସୁଛନ୍ତି । ସବୁଠାରୁ ବଡ଼ କଷ୍ଟ ହେଉଛି […]
Read More Text.