ଜିଲ୍ଲା ଜଳ ଓ ପରିମଳ ମିଶନର କାର୍ଯ୍ୟନିର୍ବାହୀ କମିଟି ଓ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ
ବାରିପଦା: ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ଜଳ ଓ ପରିମଳ ମିଶନ ଆନୁକୂଲ୍ୟରେ, ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପରିଷଦ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲା ଜଳ ଓ ପରିମଳ ମିଶନର କାର୍ଯ୍ୟନିର୍ବାହୀ କମିଟି ଓ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ବାରିପଦା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଜ୍ଞାନେନ୍ଦ୍ର କୁମାର ନାୟକ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିଥିଲେ। […]
Read More Text.