ଲୁଣ ଭାବି ଥିମେଟ୍ ଖାଇଦେଲେ ୩ ଶିଶୁ: ଅବସ୍ଥା ଗୁରୁତର
ନୀଳଗିରି: ଲୁଣ ଭାବି ଥିମେଟ୍ ଖାଇଦେଲେ । ଗୁରୁତର ୩ ଜଣ ଶିଶୁ ଡାକ୍ତରଖାନାରେ ଭର୍ତ୍ତି । ବାଲେଶ୍ୱର ଜିଲ୍ଲା ନୀଳଗିରି ମହିଷାପଟା ପଞ୍ଚାୟତ ଶାଳବଣି ରାଜାସାହିରେ ଘଟିଛି ଅଘଟଣ । ପରିବାର ଲୋକେ ବିଲକୁ ଧାନ କାଟିବାକୁ ଯାଇଥିବା ବେଳେ କିଛି ପିଲା ଗାଁ ଦାଣ୍ଡରେ ଖେଳୁଥିଲେ । ସେମାନଙ୍କୁ ଭୋକ ଲାଗିବାରୁ ଘରୁ ଲୁଣ ଆଣିଥିବା ଭାବି ଥିମେଟ ସହ ପିଆଜ ଗୋଳାଇ ଖାଇ ଦେଇଥିଲେ । ନୀଳଗିରି ବ୍ଲକ ମହିଷାପଟା ପଞ୍ଚାୟତ ଶାଳବଣି ରାଜାସାହିରେ […]
Read More Text.