ପୋଲିସ SI ପରୀକ୍ଷା କେଳେଙ୍କାରୀ, ଖାରଜ ହେଲା ଶଙ୍କର ପୃଷ୍ଟି ସହ ୩ ଅଭିଯୁକ୍ତଙ୍କ ଜାମିନ ଆବେଦନ
ବ୍ରହ୍ମପୁର : ପୋଲିସ SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ଅନ୍ୟ ୩ ସହଯୋଗୀଙ୍କ ଜାମିନ ଆବେଦନ ଖାରଜ । ଭିଜିଲାନ୍ସ କୋର୍ଟରେ ଖାରଜ ହେଲା ଜାମିନ ଆବେଦନ । ଜାମିନକୁ ବିରୋଧ କରିଥିଲା ସିବିଆଇ । ବ୍ରହ୍ମପୁର କୋର୍ଟରେ ସିବିଆଇ ନିଜର ପକ୍ଷ ରଖିଥିଲା । ଜାମିନକୁ ବିରୋଧ କରିଥିଲା ସିବିଆଇ । କ୍ରାଇମବ୍ରାଞ୍ଚ ଡିଏସପି ଓ ସରକାରୀ ଜିଲ୍ଲା ଓକିଲ ମଧ୍ୟ ଉପସ୍ଥିତ ଥିଲେ । ପରୀକ୍ଷା କେଳେଙ୍କାରୀ ମାମଲାରେ […]
Read More Text.