ରାଜ୍ୟସ୍ତରୀୟ କବାଡି ଚମ୍ପିୟାନସିପରେ ମୟୁରଭଞ୍ଜ ଦଳ
ବାରିପଦା : ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁଥିବା ୫୨ତମ କନିଷ୍ଠ ରାଜ୍ୟସ୍ତରୀୟ କବାଡି ଚମ୍ପିୟାନସିପରେ ଅଂଶଗ୍ରହଣ କରିବା ପାଇଁ ମୟୁରଭଞ୍ଜର ଉଭୟ ପୁରୁଷ ଓ ମହିଳା ଦଳ ଭୁବନେଶ୍ୱର ଗସ୍ତ କରିଛି I ପୁରୁଷ ଦଳରେ ଲିପୁନ ଦାସ, ଲକ୍ଷ୍ମୀଧର ବାଗ, ଗୌତମ ଗୋଛାୟତ, ଓମ ପଣ୍ଡିତ, ସୋନେଶ୍ୱର ଦଳେଇ, ସୁପ୍ରଭାତ ସେନାପତି, ବିଶ୍ୱଜିତ କୁଁଅର, ସତ୍ୟମ ଗିରି, ରିତେଶ ମୁଖି, ନିରାକର ପରିଡା, ସାଇ ପ୍ରତୀକ ଭଞ୍ଜଦେଓ, ସିମନ ମୁର୍ମୁ ଓ ମହିଳା ଦଳରେ ନ. ଦେବକୀ […]
Read More Text.