ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ବାଧ୍ୟତାମୂଳକ ନୁହେଁ: ପରିବହନ ମନ୍ତ୍ରୀ
ଭୁବନେଶ୍ବର: ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ, କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଏଥିପାଇଁ କୌଣସି ଅତ୍ୟଧିକ ବୋଝ ନେବାର ଆବଶ୍ୟକତା ନାହିଁ । ଚଳିତମାସରେ ସମସ୍ତ ଆରଟିଓକୁ ପର୍ଯ୍ୟାପ୍ତ ପରିମାଣର ଗ୍ରୀନ ଷ୍ଟିକର ଦିଆଯିବ । ସେପଟେ, ନଭେମ୍ବର ୧୦ରୁ ସବୁଜ ଷ୍ଟିକର […]
Read More Text.