ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
ସମ୍ବଲପୁର : ୧୨୦ ଗ୍ରାମ ବ୍ରାଉନ ସୁଗର ଜବତ, ଜଣେ ଗିରଫ । ସମ୍ବଲପୁର ଟାଉନ ପୋଲିସ ଦ୍ୱାରା ବ୍ରାଉନ ସୁଗର ଜବତ ହୋଇଛି । ଦୁଇ ଗିରଫ ଅଭିଯୁକ୍ତ ହେଲେ ମହମ୍ମଦ ନୁମାଲ ଓ ମହମ୍ମଦ ସହେଲ l ଏହି ଘଟଣାରେ ୩ଜଣ ମହିଳାଙ୍କୁ ମଧ୍ୟ ଅଟକ ରଖାଯାଇଛି l ଭିଏସଏସ ମାର୍ଗ ଠାରେ ବ୍ରାଉନ ସୁଗର କାରବାର କରୁଥିବା ବେଳେ ପୋଲିସ ମାଡି ବସିଥିଲା । କୋଲକାତାରୁ ଏହି ବ୍ରାଉନସୁଗର ଅଣାଯାଇଥିଲା l ଏହି ବ୍ରାଉନ […]
Read More Text.