ଶତ୍ରୁଙ୍କ ଉପରେ ବର୍ଷିବ ‘ପ୍ରଳୟ’, ଛାନିଆ ଚୀନ୍-ପାକିସ୍ତାନ
ନୂଆଦିଲ୍ଲୀ/ଭୁବନେଶ୍ବର: : ଶତ୍ରୁଙ୍କ ଉପରେ ବର୍ଷିବ ‘ପ୍ରଳୟ’| ଛାନିଆ ଚୀନ୍ ଏବଂ ପାକିସ୍ତାନ| ଡିଆରଡିଓ ଓଡ଼ିଶାର ଚାନ୍ଦିପୁର ସମନ୍ୱିତ ପରୀକ୍ଷଣ ରେଞ୍ଜ (ITR) ରେ ଦୁଇଟି ପ୍ରଳୟ କ୍ଷେପଣାସ୍ତ୍ର ସଫଳତାର ସହ ଉତ୍ କ୍ଷେପଣ କରିଛି, ଯାହା ଶତ୍ରୁକୁ ଏକ ଦୃଢ଼ ବାର୍ତ୍ତା ଦେଇଛି। ବୁଧବାର ସକାଳ ପ୍ରାୟ ୧୦:୩୦ ରେ କରାଯାଇଥିବା ଏହି ପରୀକ୍ଷଣ ସମୟରେ, ଗୋଟିଏ ଲଞ୍ଚରରୁ ଗୋଟିଏ ପରେ ଗୋଟିଏ ଦୁଇଟି କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଥିଲା। ଟ୍ରାକିଂ ସେଣ୍ଟର, ସେନ୍ସର ଜାହାଜ ଏବଂ ଟେଲିମେଟ୍ରି […]
Read More Text.