ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ‘ହର ଘର ତିରଙ୍ଗା’ ଶୋଭାଯାତ୍ରା
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ବ୍ୟୁରୋ ପକ୍ଷରୁ ‘ହର ଘର ତିରଙ୍ଗା’ ଅଭିଯାନ ଅବସରରେ ଏକ ବିଶାଳ ତିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଥିଲା । ଦେଶପ୍ରେମ, ଜାତୀୟ ଏକତା ଓ ଦେଶର ଗୌରବମୟ ସ୍ୱାଧୀନତା ସଂଗ୍ରାମର ସ୍ମୃତିକୁ ଉଜ୍ଜୀବିତ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ବିଶ୍ୱବିଦ୍ୟାଳୟର ମାନ୍ୟବର କୁଳପତି ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତିଙ୍କ ନେତୃତ୍ୱରେ ଏହି ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଏଥିରେ ସ୍ନାତକୋତ୍ତର […]
Read More Text.