ଇଣ୍ଡିଆ ମାରିଟାଇମ୍ ୱିକ୍ ପ୍ରଦର୍ଶନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ମୁମ୍ବଇରେ ଆଜିଠାରୁ ଆରମ୍ଭ ହୋଇଛି ଇଣ୍ଡିଆ ମାରିଟାଇମ୍ ୱିକ୍ ୨୦୨୫ । ଏଥିରେ ଯୋଗ ଦେଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚାରଣ ମାଝୀ । ୨୭ରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ୩୧ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଆଜି ଉଦଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେବା ସହିତ ଓଡ଼ିଶା ସମ୍ପର୍କିତ ଅଧିବେଶନରେ ଉପସ୍ଥିତ ରହିଛନ୍ତି । ଉକ୍ତ ଅଧିବେଶନରେ ଓଡ଼ିଶାରେ ବନ୍ଦର ଆଧାରିତ ପୁଞ୍ଜିନିବେଶ ଏବଂ ବନ୍ଦର […]
Read More Text.