ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ ” ସାଧୁତାର ଶପଥ ପାଠ”
ବାରିପଦା : ଚଳିତ ବର୍ଷ ଅକ୍ଟୋବର ୨୭ ତାରିଖ ରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ “ଦୁର୍ନୀତି ନିବାରଣ – ଆମ ସାମୂହିକ ଦାୟିତ୍ୱ ” ପ୍ରସଙ୍ଗ ଆଧାରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ପାଳନ କରାଯାଉଛି । ଏହି ଅବସରରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଏକ ” ଶପଥ ପାଠ” କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ବିଭିନ୍ନ ଅଧିକାରୀ, […]
Read More Text.