ଆପାର୍ଟମେଣ୍ଟ ଭୁଷୁଡିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା
କଟକ : କଟକରେ ଆପାର୍ଟମେଣ୍ଟ ଭୁଷୁଡିବା ଘଟଣାରେ ତନାଘନା । ଏତେ ବଡ଼ ଦୁର୍ଘଟଣା ପାଇଁ ଦାୟୀ କିଏ ଚାଲିଛି ତନାଘନା। ସେପଟେ କଟକ ସହରରେ ଥିବା ଅସୁରକ୍ଷିତ କୋଠାର ଯାଂଚ ପାଇଁ ଏକ ସ୍ବତନ୍ତ୍ର ଟିମ୍ ମଧ୍ୟ ଗଠନ ହୋଇଛି । ତଦନ୍ତ ପାଇଁ ତିନି ଜଣିଆ କମିଟି ଗଠିତ ହୋଇଛି। ସଦର ଉପଜିଲ୍ଲାପାଳ, ସିଏମସି ସିଟି ଇଂଜିନିୟର ଓ ଆର.ଏଣ୍ଡ.ବି ନିର୍ବାହୀ ଯନ୍ତ୍ରୀଙ୍କୁ ନେଇ କମିଟି ଗଠନ କରାଯାଇଛି। ତଦନ୍ତ କରି ଜିଲ୍ଲାପାଳଙ୍କୁ ରିପୋର୍ଟ ଦେବ […]
Read More Text.