ସାଇବର ସୁରକ୍ଷା ପାଇଁ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ମିଳିବ ନିଯୁକ୍ତି
ଭୁବନେଶ୍ବର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି । ସୂଚନାଯୋଗ୍ୟ ଯେ, ଏହି ଅଭିଯାନରେ ଏକ ମାସବ୍ୟାପୀ ନୂଆପଡା ଜିଲ୍ଲା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଗୁଡିକରେ ସଚେତନତା ରଥ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କୁ ସାଇବର ସୁରକ୍ଷା ସମ୍ପର୍କିତ ସଚେତନ […]
Read More Text.