Screenshot 2025 10 18 103031

ପର୍ବପର୍ବାଣୀରେ ରାଜ୍ୟ ସରକାରଙ୍କ ‘ନୋ ଗିଫ୍ଟ’ ପଲିସି

ଭୁବନେଶ୍ୱର: ପାର୍ବଣ ଋତୁରେ ‘ନୋ ଗିଫ୍ଟ’ ପଲିସି ଅପଣେଇଲେ ରାଜ୍ୟ ସରକାର। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲାଗୁ କଲେ ‘ନୋ ଗିଫ୍ଟ ପଲିସି’। ପର୍ବପର୍ବାଣୀ ସମୟରେ ଉପହାର ନେଇ ଆସିବାକୁ କଲେ ମନା। ଏନେଇ ​ସେ ନିଜ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, ‘ପର୍ବପର୍ବାଣୀ ସମୟରେ ଭାରତ ସରକାରଙ୍କ ‘ନୋ ଗିଫ୍ଟ ପଲିସି’ ଆଧାରରେ ରାଜ୍ୟ ସରକାର ମଧ୍ୟ ସମାନ ନୀତି ଆପଣାଇଛନ୍ତି। ଏହି ନୀତି ଅନୁଯାୟୀ କୌଣସି ସରକାରୀ କାର୍ଯ୍ୟାଳୟ ଏବଂ ରାଷ୍ଟ୍ରାୟତ୍ତ ଉଦ୍ୟୋଗରେ ଉପହାର ଆଦାନପ୍ରଦାନ […]

Read More Text.
Img 20251016 wa0227

ପି ସି ପୁର ବିଦ୍ୟାଳୟରେ ବିଶ୍ୱ ହାତଧୁଆ ଦିବସ ପାଳିତ

ବାରିପଦା- ସ୍କୁଲ ପିଲା ଏବଂ ସମ୍ପ୍ରଦାୟ ମଧ୍ୟରେ ହାତ ପରିଷ୍କାର ସଚେତନତାକୁ ପ୍ରୋତ୍ସାହିତ କରି ବରିପଦା ମୁନିସିପାଲିଟି ଅନ୍ତର୍ଗତ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ରେକିଟ୍ ଏବଂ ଅମର ଜ୍ୟୋତି ଫାଉଣ୍ଡେସନ୍ ପକ୍ଷରୁ ବିଶ୍ୱ ହାତ ଧୋଇବା ଦିବସ ପାଳିତ ହୋଇଯାଇଛି I ପ୍ରଧାନ ଶିକ୍ଷକ ସୌମ୍ୟ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସି ଆର ସି ସି ଧନଞ୍ଜୟ ସାହୁ, ବରିଷ୍ଠ ଶିକ୍ଷକ ସୋମନାଥ ସିଂହ, ଫାଉଣ୍ଡେସନର ଜିଲ୍ଲା କାର୍ଯ୍ୟକାରୀ ସଂଯୋଜକ […]

Read More Text.
Img 20251016 wa0221

କର୍ମଶାଳା ଭିତ୍ତିକ ନାଟକ “ଇତି ଯେବେ ହସେ” ମଞ୍ଚସ୍ଥ 

ବାରିପଦା –  ଦୀର୍ଘ ବର୍ଷ ପରେ ବାରିପଦାରେ ଓଡିଶା ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସଂଗୀତ ନାଟକ ଏକାଡେମୀ ଓ ଓଡିଶା ନାଟ୍ୟ ସଂଘର ମିଳିତ ଆନୁକୂଲ୍ୟରେ ତଥା ଜିଲ୍ଲା ପ୍ରଶାସନର ସହଯୋଗରେ ଯୁବ କଳାକାରଙ୍କୁ ନେଇ ଏକ ନାଟ୍ୟ କର୍ମଶାଳା ଅକ୍ଟୋବର ୧ ତାରିଖରୁ ଆରମ୍ଭ ହୋଇ ୧୪ ତାରିଖ ପର୍ଯ୍ୟନ୍ତ ଚାଲିଥିଲା I  ପ୍ରଶିକ୍ଷଣ ପରେ ଯୁବ କଳାକାର ମାନଙ୍କ ଦ୍ୱାରା ୧୫ ତାରିଖ ଦିନ ସନ୍ଧ୍ୟାରେ କର୍ମଶାଳା […]

Read More Text.
Img 20251017 wa0177

ଜାତୀୟ ସ୍ତରୀୟ ଧର୍ତି ଆବା ଜନଜାତୀୟ ଫିଲ୍ମ ଫେଷ୍ଟିଭାଲରେ ଓଡ଼ିଶାର ସଫଳତା

ବାରିପଦା: ଭାରତ ସରକାରଙ୍କ ଜନଜାତି ମନ୍ତ୍ରାଳୟ ତଥା ଡଃ ରାମଦୟାଲ ମୁଣ୍ଡା ଜନଜାତି କଲ୍ୟାଣ ଓ ଗବେଷଣା ସଂସ୍ଥାର ମିଳିତ ଆନୁକୂଲ୍ୟରେ ଝାଡ଼ଖଣ୍ଡର ରାଞ୍ଚି ଠାରେ ପ୍ରଥମ ଜନଜାତୀୟ ଫିଲ୍ମ ଫେଷ୍ଟିଭାଲ୍–୨୦୨୫ ଅନୁଷ୍ଠିତ ହୋଇଯାଇଛି I ୩ ଦିନ ଧରି ଅନୁଷ୍ଠିତ ଏହି ମହୋତ୍ସବରେ ଭାରତର ୧୫ଟି ରାଜ୍ୟରୁ ୧୪୨ ଟି ସଂସ୍ଥା ପଞ୍ଜିକରଣ କରିଥିବାବେଳେ ୫୨ଟି କ୍ଷୁଦ୍ର ଓ ପ୍ରାମାଣିକ ଚଳଚିତ୍ର ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିଲା I ସେଥି ମଧ୍ୟରୁ ଓଡିଶାର ୪ଟି କ୍ଷୁଦ୍ର ଚଳଚିତ୍ର […]

Read More Text.
Img 20251017 wa0172

ତମାଖୁ ମୁକ୍ତ ଅଭିଯାନ ୩.୦ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ବାରିପଦା: ସ୍ୱାସ୍ଥ୍ୟ ଉପରେ ତମାଖୁର କୁପ୍ରଭାବ ସମଗ୍ର ବିଶ୍ୱରେ ଏକ ଚିନ୍ତାର କାରଣ ହୋଇଥିବା ବେଳେ ସାରା ରାଜ୍ୟରେ ବର୍ତ୍ତମାନ ଯୁବସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ ୩.୦ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ  ଜିଲ୍ଲା ସ୍ୱାସ୍ଥ୍ୟ ଉପବିଭାଗ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ତମାଖୁ ମୁକ୍ତ ଅଭିଯାନ ୩.୦ ପ୍ରଗତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟକାରୀ ହୋଇଥିବା ଏବଂ ଆଗକୁ ହେବାକୁ ଥିବା […]

Read More Text.
Img 20251017 wa0165

ରାଷ୍ଟ୍ରୀୟ ସହରାଞ୍ଚଳ  ଭୂମି ସର୍ବେକ୍ଷଣ “ନକ୍ସା” ଯୋଜନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ବାରିପଦା: ଭାରତ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଳୟ ର ଭୂ-ସମ୍ବଳ ବିଭାଗ ଆନୁକୂଲ୍ୟରେ ଡିଜିଟାଲ ଇଣ୍ଡିଆ ଜମି ରେକର୍ଡ ଆଧୁନିକିକରଣ ବ୍ୟବସ୍ଥା ଅନ୍ତର୍ଗତ ପାଇଲଟ ଯୋଜନା “ନକ୍ସା “ରେ ପ୍ରଥମ ପର୍ଯାୟରେ ଦେଶରେ ୧୫୨ଟି ସହରକୁ ସାମିଲ କରାଯାଇଥିବା ବେଳେ ଓଡିଶାର ୪ଟି ପୌରପାଳିକା ମଧ୍ୟରୁ ବାରିପଦା ପୌରପାଳିକାକୁ ସାମିଲ କରାଯାଇଥିବାରୁ ଏହାର କାର୍ଯ୍ୟ ଆରମ୍ଭ ହୋଇଛି। ଆଜି ଅତିରିକ୍ତ ଜିଲ୍ଲାପାଳ  ନେତ୍ରାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ବାରିପଦା ପୌରପାଳିକାର କାଉନସିଲର ମାନଙ୍କ ପାଇଁ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ […]

Read More Text.
Img 20251017 wa0179

ବେତନଟୀରେ ନୂତନ କୋର୍ଟ ବିଲଡିଂ ଉଦଘାଟନ କଲେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବେତନଟୀବାସୀଙ୍କ ବହୁ ଅପେକ୍ଷାର ଅନ୍ତ ଘଟିଛି, ୧୨ବର୍ଷ ଧରି ଭଡା ଗୃହ ରେ ଚାଲୁଥିଲା କୋର୍ଟ କାର୍ଯ୍ୟ,ଶୁକ୍ରବାର ବେତନଟୀ ଜେ ଏମ ଏଫ ସି କୋର୍ଟ ନୂତନ ବିଲଡିଂ ଗୃହ ବେତନଟୀ ଜେ ଏମ ଏଫ ସି କୋର୍ଟ ଙ୍କ ଜଜ ରଶ୍ମୀନାରାୟଣୀ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ଉଦଘାଟିତ ହୋଇଛି। ମୟୂରଭଞ୍ଜ ଜିଲ୍ଲା ବେତନଟୀ ପଣ୍ଡୁଗଡିଆ ଠାରେ ଦେୱାନୀ ଓ ଫୌଜଦାରୀ ଅଦାଲତ ବେତନଟୀର […]

Read More Text.
Accident 1

ଡିଭାଇଡର ଉପରେ ଚଢିଗଲା କାର୍, ୩ ମୃତ

ବରଗଡ଼ : ଡିଭାଇଡର ଉପରେ ଚଢିଗଲା କାର୍, ୩ ଜଣଙ୍କ ମୃତ୍ୟୁ ହୋଇଛି । ଜଣଙ୍କୁ ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତ୍ତି କରାଯାଇଛି । ବରଗଡ଼ ଭଟଲି ଛକ ଓଭର ବ୍ରିଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ମାଡ଼ିଗଲା କାର୍ । ମୃତକଙ୍କ ମଧ୍ୟରେ ୨ ଜଣ ଏକ ଘରୋଇ କମ୍ପାନୀର କର୍ମଚାରୀ । ଅନ୍ୟ ଜଣେ ବରଗଡ଼ ସହରର ବ୍ୟବସାୟୀ । ପୋଲିସ ଘଟଣାସ୍ଥଳରେ […]

Read More Text.
Naveen 2 1068x601

ପ୍ରକାଶ ପାଇଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର :  ଆଗାମୀ ନୂଆପଡା ଉପନିର୍ବାଚନ 2025 ପାଇଁ ପ୍ରଚାର ପାଇଁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ 52 ଜଣ ବିଜୁ ଜନତା ଦଳ (ବିଜେଡି) ନେତାଙ୍କୁ ନିୟୋଜିତ କରିଛନ୍ତି ।  ବିଜେଡି ସଭାପତି ତଥା ପୂର୍ବତନ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାରି କରିଥିବା ବିଜେଡି କାର୍ଯ୍ୟାଳୟ ଅର୍ଡରରେ ଏହା ଘୋଷଣା କରିଛନ୍ତି। ତାଲିକାରେ ନୂଆପଡା ବ୍ଲକ ପାଇଁ 18 ଜଣ, ନୂଆପଡା ଏନଏସି ପାଇଁ 8 ଜଣ, କୋମନା ବ୍ଲକ ପାଇଁ 18 ଜଣ […]

Read More Text.
Plus two

ଫେବ୍ରୁଆରୀ ୧୫ରୁ ୨୫ ସୁଦ୍ଧା ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

କଟକ : ଆସନ୍ତା ଫେବ୍ରୁଆରି ମାସରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରି ମାସ ୧୫ ତାରିଖରୁ ୨୫ ତାରିଖ ଭିତରେ ଯୁକ୍ତ ଦୁଇ ପରୀକ୍ଷା ହେବ । ଏଥିପାଇଁ ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ତେବେ ମିଳିଥିବା ସୂଚନା ମୁତାବକ, ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୨ରୁ ୩୧ ଭିତରେ ହେବ । ଯେଉଁମାନେ ଏହି ସମୟରେ ଇଣ୍ଟରନାଲ ଦେଇପାରିବେ ନାହିଁ, ସେମାନେ ଜାନୁଆରୀ ୧୦ରୁ ୧୫ ଭିତରେ ଇଣ୍ଟରନାଲ ପରୀକ୍ଷା ଦେବା […]

Read More Text.