SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ, ଫରେନସିକ୍ ପରୀକ୍ଷା ପାଇଁ ପଠାଗଲା ଜବତ ୧୧୦ ମୋବାଇଲ
ଭୁବନେଶ୍ୱର : ପୋଲିସ SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ୧୧୦ ଆଶାୟୀଙ୍କ ଠାରୁ ଜବତ ହୋଇଥିବା ମୋବାଇଲ ଫୋନର ଫୋରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଷ୍ଟେଟ୍ ଫରେନସିକ୍ ସାଇଣ୍ଟିଫିକ୍ ଲ୍ୟାବ – SFSLକୁ ପଠାଯାଇଛି। ପୋଲିସ ଆଶାୟୀଙ୍କୁ ଧରିବା ପୂର୍ବରୁ ସବୁ ଚାଟ୍ ଡିଲିଟ୍ କରି ଦେଇଥିଲେ ଆଶାୟୀ । ଦଲାଲଙ୍କ ନିର୍ଦ୍ଦେଶରେ ଚାଟ୍ ଡିଲିଟ୍ କରିଥିଲେ। ଏହି ଚାଟକୁ ପୁନରୁଦ୍ଧାର କରିବାକୁ SFSLରେ ଉଦ୍ୟମ ହେଉଛି। ଚାଟରେ ନିଯୁକ୍ତି ପରୀକ୍ଷା କେଳେଙ୍କାରୀର ବହୁ ଗୁମର ଲୁଚିଥିବା […]
Read More Text.