ରାସ୍ତା ଦୁର୍ଘଟଣାରେ ସ୍ୱାମୀ, ସ୍ତ୍ରୀ ଓ ଝିଅ ଗୁରୁତର
ବାରିପଦା: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର- ଯଶିପୁର ଜାତୀୟ ରାଜପଥ ୨୨୦ ନମ୍ବର ରାସ୍ତା ଭାଲୁବସା – ନାଉଯୋଡା ମଝିରେ ଵିଶୋଇ ବ୍ଲକ ର ବରିଷ୍ଠ ସାମ୍ବାଦିକ ଅନଓ୍ଵାର ହୁସେନ(୫୮) ବାଇକରେ ତାଙ୍କ ପତ୍ନୀ ପ୍ରିୟା ବିବି(୪୫)ଓ ଝିଅ ସାଫିନା ପରବିନ୍ ସହିତ ହାଟଵାଦଡାରୁ ବିଶୋଇ ଫେରୁଥିବାବେଳେ ହଠାତ୍ ଏକ ବାଛୁରୀ ଦୃତ ଗତିରେ ରାସ୍ତା ପାରୋଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇ ରାସ୍ତା ଉପରେ ଛିଟିକି ପଡ଼ିଥିଲେ । ଫଳରେ ସମସ୍ତେ ଗୁରୁତର ଆହତ ହୋଇଛନ୍ତି l ସମସ୍ତଙ୍କୁ […]
Read More Text.