Death

ବିଜେପି କର୍ମୀଙ୍କୁ ଘରୁ ଡାକି ହତ୍ୟା କଲେ ମାଓବାଦୀ

ମାଲକାନଗିରି: ଛତିଶଗଡ଼ ବିଜାପୁରରେ ପୁଣି ମାତିଲେ ମାଓବାଦୀ। ମାଓବାଦୀମାନେ ଜଣେ ବିଜେପି କର୍ମୀଙ୍କୁ ଘରୁ ଡାକି ନେଇ ହତ୍ୟା କରିଛନ୍ତି। ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ମୃତକ ହେଲେ ସତ୍ୟମ ପୁନେମ।  ସେ ବିଜାପୁରରେ ଭାଜପାର ମଣ୍ଡଳସ୍ତରୀୟ କର୍ମୀ। ପୂର୍ବରୁ ବି ସତ୍ୟମ ପୁନେମଙ୍କୁ ଏକାଧିକ ଥର ମାଓବାଦୀ ଚେତାବନୀ ଦେଇଥିଲେ ।

Read More Text.
1732412236 mohan charan majhi odishacm

ମହିଳାଙ୍କୁ କାର୍‌ ପାଇଁ ଋଣ ଦେବେ ମୋହନ ସରକାର

ଭୁବନେଶ୍ଵର: ରାଜ୍ୟରେ ମହିଳା ମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ  ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର କିଣିବା ପାଇଁ ବ୍ୟାଙ୍କରୁ ଜଣଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ରୁଣ ଯୋଗାଇ ଦିଆଯିବ।  ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ , ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ […]

Read More Text.
Images

ଶ୍ରୀମନ୍ଦିରରେ ହେବ ଓ୍ବାକିଟକି ବ୍ୟବସ୍ଥା

ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ଭାବେ ବାରଣ ହେବ ମୋବାଇଲ ଫୋନ୍। କୌଣସି ପୁଲିସ୍‌ କର୍ମଚାରୀ କିମ୍ବା ସେବାୟତ ମନ୍ଦିର ଭିତରକୁ ମୋବାଇଲ୍ ନେଇପାରିବେ ନାହିଁ। ଆଗକୁ ଓ୍ବାକିଟକି ବ୍ୟବସ୍ଥା ହେବ ବୋଲି କହିଛନ୍ତି ସୁରକ୍ଷା ସବ୍‌ କମିଟି ମୁଖ୍ୟ। ଆଜି ସୁରକ୍ଷା ସବ୍‌ କମିଟି ମୁଖ୍ୟ ଡଃ ଗିରିଶ୍ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ଶ୍ରୀମନ୍ଦିର ସୁରକ୍ଷା ସବ୍‌ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ସୁରକ୍ଷା ସବ୍‌ କମିଟି […]

Read More Text.
Kcp

ଇ-କେୱାଇସି କରିନଥିଲେ ଦିଆଯିବନି ଚାଉଳ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର : ଇ-କେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି ଏବେବି ରାଜ୍ୟର ୧୫ଲକ୍ଷ ୬୭ ହଜାର ହିତାଧିକାରୀ କେୱାଇସି କରିନାହାନ୍ତି ।  ଯେଉଁମାନେ ଇ-କେୱାଇସି କରିବେନି ସେମାନଙ୍କୁ ଚାଉଳ ମିଳିବନି । ଏବେ ଇ-କେୱାଇସି ପ୍ରକ୍ରିୟାକୁ କେନ୍ଦ୍ର ସରକାର ବନ୍ଦ କରିଦେଇଛନ୍ତି। ସମୟ ବଢାଇଲେ ଆମେ ବଢାଇବୁ।  ବାଦ୍ ପଡିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ। […]

Read More Text.
1732412236 mohan charan majhi odishacm

୧୬ରେ ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ

 ଭୁବନେଶ୍ବର: ଆସନ୍ତା ୧୬ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ  । ନାମାଙ୍କନ ବେଳେ ଉପସ୍ଥିତ ରହିବା ସହ ବିଶାଳ ସମାବେଶ କରିବେ ବୋଲି ସୂଚନା ମିଳିଛି । ଏନେଇ ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର ସୂଚନା ଦେଇଛନ୍ତି । ଦୁଇ ହଜାରରୁ ଅଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ୍‍ ହେବେ ବୋଲି ସେ କହିଛନ୍ତି । […]

Read More Text.
Cough syrup

୧୦ ଲକ୍ଷ ଟଙ୍କାର କଫ ସିରଫ ଜବତ, ୨୦ ଗିରଫ

ସମ୍ବଲପୁର : ତାମିଲନାଡୁରେ କଫ ସିରଫ ପିଇ କିଛି ଛୁଆଙ୍କ ମୃତ୍ୟୁ ପରେ ପୋଲିସ ସଜାଗ ହୋଇଯାଇଛି  l  ଆଜି ସମ୍ବଲପୁର ପୋଲିସ ଏକ ବଡ଼ ଧରଣର ଚଢାଉ କରି ୫ ହଜ଼ାର କଫ ସିରଫ ସହ ୨୦  ଜଣଙ୍କୁ  ଧରିବାରେ ସଫଳ ହୋଇଛି  l ୫୧୦୦ ବୋତଲ କୋରେକ୍ସ ବରେଇପାଲି ପୋଲିସ ଜବତ କରି ୨୦ ଜଣଙ୍କୁ ଗିରଫ କରିଛି  l କଟକରୁ  ସମ୍ବଲପୁରକୁ  ପିକଅପରେ ଏହି ସବୁ କୋରେକ୍ସ ଆସିଥିବାବେଳେ ପୋଲିସ ପିକଅପ ସହ କୋରେକ୍ସ […]

Read More Text.
Cold

ଦୁଇ ଦିନରେ ଫେରିଯିବ ମୌସୁମୀ, ଆଗକୁ ବଢିବ ଶୀତ

ଭୁବନେଶ୍ୱର : କମିବ ବର୍ଷା, ବଢିବ ଶୀତ ।  ଆସନ୍ତା ୨ଦିନରେ ଫେରିଯିବ ମୌସୁମୀ ।  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁଗୂଳ ରହିଛି ।  ରାଜ୍ୟର ଅଧିକାଂଶ ଜିଲ୍ଲାରେ ଏବେ ହାଲୁକା ଥଣ୍ଡା ଅନୁଭୂତ ହେଲାଣି ।  ଆଗକୁ ଶୀତ ବଢିବା ସହ କାକର ପଡିବ ।  ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀର ଅପସାରଣ ସ୍ପଷ୍ଟ ହୋଇଛି ।  ଆଗାମୀ ଦୁଇଦିନ ମଧ୍ୟରେ ଦେଶରୁ ସମ୍ପୂର୍ଣ୍ଣ ରୂପେ ବିଦାୟ ନେବ ମୌସୁମୀ । ୨୪ ଘଣ୍ଟା […]

Read More Text.
Ps 2

ଆପତ୍ତିଜନକ ଏ.ଆଇ ଭିଡିଓ କରି ବନ୍ଧା ହେଲେ ଯୁବକ

କଟକ : ଆପତ୍ତିଜନକ ଏ.ଆଇ ଭିଡିଓ କରି ଯୁବକ ଗିରଫ ।  ଏ.ଆଇ ଭିଡିଓ କରି ସୋସିଆଲ ମିଡିଆରେ ଛାଡୁ ଥିଲେ ଅଭିଯୁକ୍ତ ।  ଗିରଫ କଲା ସାଇବର ଥାନା ପୋଲିସ। ସୋସିଆଲ ମିଡିଆରେ ଏପରି ଭିଡିଓ ଛାଡ଼ି ଅଧିକ ଭୀୟୁ ଆଶାରେ ଟଙ୍କା ରୋଜଗାର କରିବା ପାଇଁ ଚେଷ୍ଟା କରୁଥିଲେ ଅଭିଯୁକ୍ତ । ଗିରଫ ଅଭିଯୁକ୍ତ ସାଲେପୁର ଅଞ୍ଚଳର ବିଶ୍ଵ ବଲ୍ଲଭ ନନ୍ଦ । ରାଜନୈତିକ ବ୍ୟକ୍ତି ବିଶେଷ,ସେଲିବ୍ରିଟି ଆଦି ପବ୍ଲିକ ଫିଗରମାନଙ୍କର ଆପତ୍ତିଜନକ ଏ.ଆଇ ଭିଡିଓ […]

Read More Text.
Bdo

ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ

ସୁବର୍ଣ୍ଣପୁର: ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ । ଏକେଉଁ ମନଗଢା କାହାଣୀ କି ସିନେମାର ଦୃଶ୍ୟ ନୁହେଁ, ଜଣେ ମଣିଷ ଜୀବନର ବାସ୍ତବିକ ଘଟଣା । ଯାହାକି ମନକୁ ଛୁଇଁଲା ଭଳି କଥାଟିଏ । ଏ ସମାଜରେ ସଭିଏ ନିଜ ନିଜ କାମରେ ବ୍ୟସ୍ତ । କାହାକୁ କାହା କଥା ଭାବିବାକୁ ବି ସମୟ ନାହିଁ । କିନ୍ତୁ ଏହାରି ଭିତରେ ଜଣେ ବିଡିଓ କିଛି ଭିନ୍ନ କରି ଆଜି ବେଶ ଚର୍ଚ୍ଚାରେ ଅଛନ୍ତି । […]

Read More Text.
Diwali cracker ban pseudoscience

ଦୀପାବଳି କଟକଣା, ସନ୍ଧ୍ୟା ୭ରୁ ୯ ଟା ପର୍ଯ୍ୟନ୍ତ ଫୁଟାଇ ପାରିବେ ବାଣ

ଭୁବନେଶ୍ୱର : ଆଉ ଦିନ କେଇଟା ପରେ ଆଲୋକର ପର୍ବ ଦୀପାବଳି । ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି । ତେବେ ବାଣ ଫୁଟାଇବାର ସମୟ ସନ୍ଧ୍ୟା ୭ ଟାରୁ ୯ ଟା ପର୍ଯ୍ୟନ୍ତ ସୀମିତ ରଖିବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ […]

Read More Text.