Dgp 2 1068x712

ଲଘୁ ଖଣିଜ ଚାଲାଣ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଡିଜିପି

ରାଜ୍ୟରେ ଚୋରା ବାଲି, ମୋରମ, ମାଙ୍କଡା ପଥର ମାଫିଆ ତଥା ବେଆଇନ ଗୋ-ଚାଲାଣକାରୀଙ୍କ ବିରୋଧରେ ଓଡିଶା ପୋଲିସ ପକ୍ଷରୁ ଦୃଢ  କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ଓ ଗୋ ଚାଲାଣ ଉପରେ ରୋକ ଲଗାଇବା ପାଇଁ କିଛି ଦିନ ଧରି ପୁଲିସ ତରଫରୁ “ଅପରେସନ୍ ଧରପଗଡ”  ଅଭିଯାନ କରାଯାଇଥିଲା। ରାଜ୍ୟ ତମାମ ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ […]

Read More Text.
Cm 2

ଦେଶର ଫାର୍ମା ହବ୍ ହେବ ଓଡ଼ିଶା : ପୁଞ୍ଜି ନିବେଶ ହେବ ୬୨୬୩ କୋଟିରୁ ଅଧିକ ଟଙ୍କା

ଭୁବନେଶ୍ୱର : ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଓଡ଼ିଶା ଫାର୍ମା ସମ୍ମିଳନୀରେ ଓଡ଼ିଶା ଔଷଧ ଓ ଚିକିତ୍ସା ଉପକରଣ ନୀତି -୨୦୨୫ ଲଞ୍ଚ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମ୍ମିଳନୀରେ ୪୨ଟି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ୬୨୬୩ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ନିବେଶ ହେବ ।  ଏହାଦ୍ବାରା ସୃଷ୍ଟି ହେବ ୩୮,୪୦୬ ନିଯୁକ୍ତି ସୁଯୋଗ । ନୂଆ ନୀତିରେ ୨୦୩୦ ସୁଦ୍ଧା ୨୫ ହଜାର କୋଟି ନିବେଶ ସାଙ୍ଗକୁ ଏକ […]

Read More Text.

ଆଶ୍ରମ ବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରଙ୍କୁ ବୀଭତ୍ସ ହତ୍ୟା !

ସୁବର୍ଣ୍ଣପୁର: ଯୁକ୍ତ ୨ ଛାତ୍ରଙ୍କୁ ହତ୍ୟା। ପିଟି ପିଟି ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ହୋଇଛି ଅଭିଯୋଗ। ସୁବର୍ଣ୍ଣପୁରର ତରଭା ଆଶ୍ରମ ବିଦ୍ୟାଳୟରେ ଏଭଳି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଚାରଭଟା ଡାକ୍ତରଖାନାରେ ଛାତ୍ରଙ୍କ ମୃତଦେହ ରହିଥିବାବେଳେ ପୁଲିସ ପକ୍ଷରୁ ଅନୁସନ୍ଧାନ ଆରମ୍ଭ ହୋଇଛି। ଛାତ୍ର ଜଣକ ଆଶ୍ରମ ବିଦ୍ୟାଳୟରେ ପାଠ ପଢୁଥିଲେ। କୌଣସି କାରଣରୁ କେହି ତାଙ୍କୁ ପିଟି ପିଟି ହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। […]

Read More Text.

କୋଟିଏ ଟଙ୍କାର ଠକେଇ; ଦମ୍ପତି ଗିରଫ

ଭୁବନେଶ୍ୱର : ବନ୍ଧା ହେଲେ ବଣ୍ଟି ଅର୍ ବବଲି ।  କୋଟିଏ ଟଙ୍କା ଠକେଇ କରି ଠକ ଦମ୍ପତି ଗିରଫ ।  MCL ର ପୁର୍ବତନ ଚାର୍ଟାଡ ଆକାଉଣ୍ଟାଣ୍ଟ ଓ ତାଙ୍କ ପତ୍ନୀ ଗିରଫ ।  ଚନ୍ଦ୍ରଶେଖର ସାହୁ ଓ ଝରଣା ସାହୁଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଟିମ୍ । ସେୟାର ଟ୍ରେଡିଂ ଆଳରେ କମ୍ପାନି ଖୋଲି ଠକିଥିଲେ ଉଭୟ ଦମ୍ପତି । ମାସକ ମଧ୍ୟରେ ଇନଭେଷ୍ଟମେଣ୍ଟର ଡବଲ ର ମୁନାଫା ଦେଇ ଠକିନେଇଥିଲେ କୋଟିଏ ୬ଲକ୍ଷ […]

Read More Text.

ସରକାରୀ ଅର୍ଥ ହଡ଼ପ; ପଟ୍ଟାମୁଣ୍ଡାଇ କନିଷ୍ଠ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର: କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ (ଜେଇ) ରତ୍ନେଶ କୁମାର ପାଣ୍ଡେଙ୍କୁ ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ମଙ୍ଗଳବାର ଦିନ ଓଡିଶା ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍ ଲାଇଟ୍ ବିଦ୍ୟୁତୀକରଣ ପ୍ରକଳ୍ପ କାର୍ଯ୍ୟକାରୀ କରି ଜିପି ଉନ୍ନୟନମୂଳକ ପାଣ୍ଠିର ଅପବ୍ୟବହାର ଅଭିଯୋଗ ହୋଇଛି। ସେ ପିପିଲିସ୍ଥିତ ଏସବିଆଇ ଶାଖାରେ ଥିବା ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହାକୁ ସ୍ଥାନାନ୍ତର କରିଥିବା ଅଭିଯୋଗ ହୋଇଛି। ଏପର୍ଯ୍ୟନ୍ତ […]

Read More Text.

ବ୍ରାଉନ ସୁଗାର ବେପାରୀଙ୍କ ଘର ଭାଙ୍ଗିଲା ପ୍ରଶାସନ

ପୁରୀ : ପୁଣି ନିଶା ବେପାରୀଙ୍କ ଘରେ ବୁଲିଲା ବୁଲଡୋଜର । ପୁରୀ ନୀଳାଚକ୍ର ନଗରରେ ଥିବା ବ୍ରାଉନ ସୁଗାର ବେପାରୀ ଟିକି ଖାନ୍ ଙ୍କ ଘର ଭାଙ୍ଗିଲା ପ୍ରଶାସନ । ଦୁଇଟି ଜେସିବି ସାହାଯ୍ୟରେ ଘର ଭଙ୍ଗାଯାଉଛି । ଡିସେମ୍ବର ୪ ତାରିଖରେ ବ୍ରାଉନସୁଗାର ବେପାରୀ ସୁକାନ୍ତି ପଣ୍ଡାଙ୍କ ୪ ଟି ଘର ମାଟିରେ ମିଶିବା ପରେ ଏବେ ଜ୍ୱାଇଁ ଟିକି ଖାନ୍ ର ୩ଟି ଘରକୁ ଭାଙ୍ଗୁଛି ପୁରୀ ପୋଲିସ । ଅପରେସନ ଚକ୍ରରେ ନିଶା […]

Read More Text.

ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ । ଅନ୍ୟ ୪ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ମଧ୍ୟ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କରିଛନ୍ତି ବ୍ରହ୍ମପୁର ଏଡିଜେ-୩ କୋର୍ଟ । ଗତ ୧୨ ତାରିଖରେ ଦିନ ତମାମ ଶୁଣାଣି ହୋଇଥିଲା । ଶୁଣାଣି ହେବା ପରେ ରାୟ ସରଂକ୍ଷିତ ରହିଥିଲା । ଗତ ଅକ୍ଟୋବର ୬ ତାରିଖରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପ୍ରଥମ […]

Read More Text.

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

ଭଦ୍ରକ: ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର । ଚରମ୍ପା ମାଲ୍‌ ଗୋଦାମ ପାଖରେ ପୋଲିସ ଏନ୍‌କାଉଣ୍ଟର କରିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ ଏନକାଉଣ୍ଟର ହୋଇଥିବା ଭଦ୍ରକ ଏସପି ମନୋଜ ରାଉତ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଅପରାଧୀ ବୁଦ୍ଧିଆ ଗୁରୁତର ହୋଇଛି । ପୋଲିସ ଏନ୍‌କାଉଣ୍ଟର ସ୍ଥଳରୁ ବୁଦ୍ଧିଆ ଗୁଳି କରିଥିବା ବନ୍ଧୁକ ସହ ୪ ରାଉଣ୍ଡ ଗୁଳି ଜବତ କରିଛି । ବୁଦ୍ଧିଆ ନାଁରେ ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ବିଭିନ୍ନ ଅପରାଧିକ […]

Read More Text.

ଆଜି ଧନୁ ସଂକ୍ରାନ୍ତି, ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଚାଲିବ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ : ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି।  ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ରାତ୍ର ୨ଟାରୁ ଦ୍ୱାର ଫିଟା ହେବା ସହ ୫ଟା ୩୦ରୁ ୬ଟା ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲିଭୋଗ ଲାଗି ହେବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ପହିଲି ଭୋଗରେ ବିରି, ଗହମଚୂନା, ଘୃତ ପାଗ ହୋଇଥିବା ପିଠା ଏବଂ ଧନୁ ମୁଆଁ […]

Read More Text.

ନାବାଳିକାଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି ରାଜ୍ୟ ରାଜଧାନୀ: ନବୀନ

ଭୁବନେଶ୍ବର : ଭୁବନେଶ୍ବରର ଧଉଳିରେ ଗତକାଲି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିଲା|  ଧଉଳି ନିକଟ ଦୟା ନଦୀ ପଠାରେ ଗଣଦୁଷ୍କର୍ମ ଅଭିଯୋଗ । ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସିଥିବା ଜଣେ ନାବାଳିକାଙ୍କୁ ପାଞ୍ଚ ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।  ଧଉଳି ଥାନା ପୋଲିସ ଘଟଣାର ତନାଘନା ତଦନ୍ତ କରୁଛି ।  ତିନି ଜଣଙ୍କୁ ଗିରଫ କରିଛି କମିସନରେଟ ପୋଲିସ ।  ଅଭିଯୋଗ ହୋଇଛି ଜଣେ ନାବାଳିକା ଓ ତାଙ୍କ ପୁରୁଷ ବନ୍ଧୁ ବୁଲିବାକୁ ଯାଇଥିଲେ […]

Read More Text.