COVER IMAGE VhIxKUKy5

ଘରୋଇ ହିଂସା ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଏନଏଲୟୁ ଓଡ଼ିଶାର ଜାତୀୟସ୍ତରୀୟ ପରାମର୍ଶ କାର୍ଯ୍ୟଶାଳା ସମ୍ପନ୍ନ

ଭୁବନେଶ୍ୱର : ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ (ଏନଏଲୟୁଓ) ପକ୍ଷରୁ ଘରୋଇ ହିଂସାର ଶିକାର ହେଉଥିବା ମହିଳାମାନଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଏବଂ ସାଂସ୍ଥାନିକ ଢାଞ୍ଚାର ପୁନର୍ବିନ୍ୟାସ ଉପରେ ଏକ ଦୁଇଦିନିଆ ଜାତୀୟସ୍ତରୀୟ ପରାମର୍ଶ କର୍ମଶାଳା ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ଭୁବନେଶ୍ୱରର ‘ଦି କ୍ରାଉନ୍’ ହୋଟେଲଠାରେ ମେ’ ୩୦ ଓ ୩୧ ତାରିଖରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ପ୍ରାନ୍ତରୁ ବିଶିଷ୍ଟ ଶିକ୍ଷାବିତ୍, ନ୍ୟାୟପାଳିକା, ପୋଲିସ ଅଧିକାରୀ, ସରକାରୀ ବିଭାଗର ପ୍ରତିନିଧି, ଆନ୍ତର୍ଜାତୀୟ ସଂଗଠନ ଏବଂ […]

Read More Text.
IMG 20260601 WA0204

ବିଲ ନ ପାଇ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଠିକାଦାର 

ବାରିପଦା : ମୟୁରଭଞ୍ଜ ଜିଲ୍ଲା ବହଳଦା ବ୍ଲକ ଅନ୍ତର୍ଗତ ଗିଦିଘାଟୀ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଜନୈକ  ଠିକାଦାର ବିଲ ନମଳିବା ପ୍ରତିବାଦରେ ଆଜି ପଞ୍ଚାୟତ କାର୍ଯାଳୟରେ ତାଲା ପକାଇଛନ୍ତି।  ସୂଚନା ଅନୁସାରେ ଗୟଳକୋଟା ଗ୍ରାମର ନାରାୟଣ ମହାନ୍ତି ଗତ ଦୁଇ ବର୍ଷ ତଳେ ବହଳଦା ବ୍ଲକରୁ କାର୍ଯ୍ୟାଦେଶ ପାଇ ମହୁଲଦୁମା ଗ୍ରାମରେ ଲକ୍ଷ୍ମୀପୂଜା ମଣ୍ଡପ ଗୃହ ନିର୍ମାଣ କରିଥିଲେ | ଯେଉଁ ପ୍ରକଳ୍ପର ସମସ୍ତ ଟଙ୍କା ବ୍ଲକରେ ଚୋରୀ ହୋଇଛି ବୋଲି କହିଥିବା ବେଳେ ପ୍ରକଳ୍ପ କାର୍ଯ୍ୟ କରିଥିବା ଶ୍ରୀ […]

Read More Text.
IMG 20260601 WA0206

୬ଷ୍ଠ ବାର୍ଷିକ ନାଟ୍ୟ ମହୋତ୍ସବ ଉଦଘାଟିତ

  ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କଲା ନାଟକ ” ମୁଠାଏ ମାଟି “ ବାରିପଦା : ସ୍ଥାନୀୟ ସହିଦ ସ୍ମୃତି ଭବନରେ ବାରିପଦା କଳାକାର ପରିବାର ଆନୁକୂଲ୍ୟରେ ଆୟୋଜିତ ୬ଷ୍ଠ ବାର୍ଷିକ ନାଟ୍ୟ ମହୋତ୍ସବ ଉଦଘାଟିତ ହୋଇଯାଇଛି I ପରିବାରର ସଭାପତି ସନ୍ତୋଷ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ ସମାଜସେବୀ ପୂର୍ଣ୍ଣଚନ୍ଦ୍ର ଭୁଗୁଡେଇ ଏହି ମହୋତ୍ସବର ଉଦଘାଟନ କରିବା ସହ ମହୋତ୍ସବର ସଫଳତା କାମନା କରିଥିଲେ I ସମ୍ପାଦକ ଅସିତ ଗିରି ସ୍ୱାଗତ ଅଭିଭାଷଣ ଦେଇଥିଲେ […]

Read More Text.
IMG 20260601 WA0171

ଫ୍ୟୁଚର୍ ଷ୍ଟାର୍ ସ୍ପୋର୍ଟସ୍ ଏକାଡେମୀ ପକ୍ଷରୁ ଖୋ ଖୋ ଓ ଆର୍ଚେରୀ ସମର କ୍ୟାମ୍ପ-୨୦୨୬ ଉଦଯାପିତ 

ବାରିପଦା  : ​ମୟୂରଭଞ୍ଜର ପ୍ରସିଦ୍ଧ ବେଲଗଡ଼ିଆ ପ୍ୟାଲେସ୍ ପରିସରରେ ଫ୍ୟୁଚର୍ ଷ୍ଟାର୍ ସ୍ପୋର୍ଟସ୍ ଏକାଡେମୀ ଏବଂ ମୟୂରଭଞ୍ଜ ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ୩୦ ଦିନିଆ “ସମର କ୍ୟାମ୍ପ-୨୦୨୬” ଉଦ୍‌ଯାପିତ ହୋଇଯାଇଛି I ଗତ ମେ ମାସ ୫ ତାରିଖରୁ ଆରମ୍ଭ ହୋଇଥିବା ଏହି ଗ୍ରୀଷ୍ମକାଳୀନ ପ୍ରଶିକ୍ଷଣ ଶିବିରରେ ଆର୍ଚେରୀ ଏବଂ ଖୋ-ଖୋ ଖେଳର ତାଲିମ ପ୍ରଦାନ କରାଯାଉଥିଲା I ଏହି ସମାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୟୂରଭଞ୍ଜର ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜ ଦେଓ […]

Read More Text.
IMG 20260601 WA0200

 ତମାଖୁ ବିକ୍ରୟ ବିରୋଧରେ ମିଳିତ ଚଢ଼ାଉ, ୬ଟି ଦୋକାନରୁ  ଜରିମାନା ଆଦାୟ 

ବାରିପଦା : ମୟୁରଭଞ୍ଜ ଜିଲ୍ଲାର ତିରିଂ ଥାନା ଅଞ୍ଚଳରେ ଆଜି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ, ପୋଲିସ ବିଭାଗ, ଡ୍ରଗ ଇନ୍ସପେକ୍ଟର, ମୟୂରଭଞ୍ଜ ରେଞ୍ଜ–୨ ଏବଂ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ତମାଖୁଜାତ ନିଶାଦ୍ରବ୍ୟ ବିକ୍ରୟ ବିରୋଧରେ ଚଢ଼ାଉ ଓ ଯାଞ୍ଚ ଅଭିଯାନ କରାଯାଇଥିଲା ।            ଏହି ଅଭିଯାନ ସମୟରେ ତିରିଂ ଥାନା ଅଞ୍ଚଳର ବିଭିନ୍ନ ଶିକ୍ଷା ଅନୁଷ୍ଠାନ ନିକଟସ୍ଥ ଅଞ୍ଚଳ ଓ ବଜାର ପରିସରରେ ଥିବା ପାନ ଦୋକାନ, […]

Read More Text.
IMG 20260601 WA0199

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ

ବାରିପଦା : ମୟୂରଭଞ୍ଜ ଜ଼ିଲ୍ଲା ସଦର ମହକୁମା ବାରିପଦାରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଜିଲ୍ଲାପାଳ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା  କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା  ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ (ଜିଲ୍ଲା […]

Read More Text.
Crime1

ଥାନାରେ ପୁଣି ଥାର୍ଡଡିଗ୍ରୀ, ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ

ବ୍ରହ୍ମପୁର : ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ । ଥାନାରେ ଯୁବକଙ୍କୁ ପିଟି ପିଟି ମାରିଦେଲେ । ଏଭଳି ଏକ ସାଂଘାତିକ୍ ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ପୋଲିସ୍ ବିରୋଧରେ । ମୃତ ଯୁବକ ହେଲେ ସୁଶାନ୍ତ କୁମାର ସାହୁ । ଯୁବକକୁ କୌଣସି ଏକ ମାମଲାର ତଦନ୍ତ ପାଇଁ ପୋଲିସ ଉଠାଇ ନେଇ ଅକଥନୀୟ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ସେ ଗୁରୁତର ହେବା ପରେ ପରିବାର ଲୋକଙ୍କୁ ଡକାଇ ଗୁରୁତର […]

Read More Text.
Elephant 1 e1780326170993 300x174

ଅନୁଗୁଳରେ ଦୁଇ ଜଣଙ୍କ ଜୀବନ ନେଲା ଦନ୍ତା

ଅନୁଗୁଳ: ହାତୀ ନେଲା ୨ ଜୀବନ । ଅନୁଗୁଳରେ ହାତୀ ଆତଙ୍କ। ଅନୁଗୁଳ ବନାଞ୍ଚଳ ଅଧୀନସ୍ଥ ମୂଷାପାପୁଲି ଗାଁରେ ଜଣେ ବୃଦ୍ଧଙ୍କ ମଣ୍ଡକୁ ଦଳିଦେଲା ଦନ୍ତା । ମୃତକ ହେଲେ ୬୫ ବର୍ଷିୟ ଗନ୍ଧର୍ବ ସାହୁ । ସକାଳ ସାଢ଼େ ୬ଟା ବେଳେ ଗନ୍ଧର୍ବ ଗାଁ ପାଖ ଜଙ୍ଗଲକୁ ଯାଇଥିବା ବେଳେ ତାଙ୍କୁ ହାତୀ ଆକ୍ରମଣ କରିଥିଲା । ବନବିଭାଗ ଟିମ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ସେହିପରି ଛେଣ୍ଡିପଦା ବନାଞ୍ଚଳ ନୂଆଗାଁରେ ହାତୀ […]

Read More Text.
C9e76273 6093 45da a19b ce6776558e10

କର୍ତ୍ତବ୍ୟ ଆଗରେ ହାର ମାନିଛି ଗ୍ରୀଷ୍ମ: ବଡ଼ବେତରା ପଞ୍ଚାୟତର ୨୦୪ନଂ ବୁଥରେ ବିଏଲଓଙ୍କ ଦ୍ୱାରା ‘ଏସଆଇଆର’ କାର୍ଯ୍ୟକ୍ରମ ଜୋରସୋରରେ ଜାରି

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ ବଡ଼ବେତରା ଗ୍ରାମ ପଞ୍ଚାୟତର ୨୦୪ ନମ୍ବର ବୁଥ୍ ରେ  ‘ଏସଆଇଆର’ (SIR) କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଏଲଓ (BLO) ଅଜୟ କୁମାର ମହାପାତ୍ର ନିଷ୍ଠାର ସହ କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି। ରାଜ୍ୟରେ ଜାରି ରହିଥିବା ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସତ୍ତ୍ୱେ ଶ୍ରୀଯୁକ୍ତ ମହାପାତ୍ର ନିଜ କର୍ତ୍ତବ୍ୟରେ ଅବହେଳା ନକରି ଘରକୁ ଘର ବୁଲି […]

Read More Text.

ଦ୍ୱାରଶୁଣୀ ଘାଟି ରାସ୍ତା କଟକଣା ଅବଧି ବୃଦ୍ଧି

ଜୁନ୍ ୧୫ ପର୍ଯ୍ୟନ୍ତ ୧୧ରୁ ୪ଟା ଯାଏଁ ଯାତାୟତ ବନ୍ଦ ରହିବ  ବାରିପଦା : ଦ୍ୱାରଶୁଣୀ ଘାଟି ମଧ୍ୟ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ସଂପ୍ରସାରଣ କାର୍ଯ୍ୟ ପାଇଁ କଟକଣା ଅବଧିକୁ ଚଳିତ ମାସ ଜୁନ୍ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ନିମନ୍ତେ ଆବଶ୍ୟକ ହେଉଥିବା ପଥର ବିସ୍ଫୋରଣ କାର୍ଯ୍ୟ ପାଇଁ ସତର୍କତା ପଦକ୍ଷେପ ସ୍ଵରୁପ ଜିଲ୍ଳା ପ୍ରଶାସନ ପକ୍ଷରୁ ଏହି ଆଦେଶ ଜାରି କରାଯାଇଛି । […]

Read More Text.