ନାବାଳିକାକୁ ବିଷ ପିଆଇ ମାରିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କଲା ଯୁବକ
ନୟାଗଡ଼ : ନାବାଳିକାକୁ ଜବରଦସ୍ତ ବିଷ ପିଆଇ ମାରିବା ପରେ ନିଜେ ବିଷ ପିଇଲା ଅଭିଯୁକ୍ତ ଯୁବକ । ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ମଗରବନ୍ଧରେ ଏହି ଘଟଣା ଘଟିଛି । ମଗରବନ୍ଧ ଗାଁର ଗୋଲେଖ ନାୟକଙ୍କ ପୁଅ ପୂର୍ଣ୍ଣ ଜଣେ ନାବାଳିକାକୁ ଏକତରଫା ପ୍ରେମ କରୁଥିଲା । ଏନେଇ ନାବାଳିକାର ପରିବାର ଲୋକେ ପୂର୍ଣ୍ଣର ବାପାମାଆଙ୍କୁ ଜଣାଇଥିଲେ ମଧ୍ଯ ପରିବାର ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନଥିଲା । ଏପରିକି ନାବାଳିକା ଜଣକ ସ୍କୁଲ୍ ଏବଂ ଟ୍ୟୁସନ୍ ଯିବା […]
Read More Text.