ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ
ପୁରୀ : ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ । ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି । ଏହାର ଅବଧି ୩ ବର୍ଷ ରହିଛି । ଅର୍ଥାତ ୨୦୨୮ ସେପ୍ଟେମ୍ବର ୨୫ ତାରିଖରେ ଏହାର ସମୟସୀମା ପୂରଣ ହେବ । ପୂର୍ନବାର ଶ୍ରୀମନ୍ଦିର ଉପରକୁ ନିଷିଧାଞ୍ଚଳ କରିବାକୁ ଆବେଦନ କରାଯିବ। ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋଫ୍ଲାଇଂ […]
Read More Text.