ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଯୁବ ସମ୍ମିଳନୀ
ବାରିପଦା: ଆଜି ରବିବାର ଦିନ ପୂର୍ବାହ୍ନ ୮.୩୦ମି. ରୁ ଆରମ୍ଭ ହୋଇ ଅପରାହ୍ନ ୨.୦୦ ଘଟିକା ପର୍ଯ୍ୟନ୍ତ ବେତନଟୀ ସ୍ଥିତ ବେତନଟୀ ମହାବିଦ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ଯୁବ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ଜିଲ୍ଲା ମହାବିଦ୍ୟାଳୟ ପ୍ରମୁଖ କିଶୋର କୁମାର ମହାନ୍ତ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ସଞ୍ଜୟ କୁମାର ଚୌଧୁରୀ ଯୋଗ ଦେଇ ଯୁବକ ମାନଙ୍କୁ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ବିଚାରଧାରାରେ […]
Read More Text.