କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀଙ୍କୁ ଫୁଲ ବ୍ୟବସାୟୀଙ୍କ ଖୁଲମଖୁଲା ଅସମ୍ମାନ: ରାତାରାତି ଗାୟବ ହେଲା ସ୍ୱାଗତ ହୋର୍ଡିଂ, କାର୍ଯ୍ୟାନୁଷ୍ଠାନ ଅପେକ୍ଷାରେ ସାଧାରଣ ଜନତା
ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜଧାନୀରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି। ତାଙ୍କୁ ଭବ୍ୟ ସ୍ୱାଗତ ଜଣାଇବା ପାଇଁ ଦଳୀୟ କର୍ମୀ ଓ ଶୁଭେଚ୍ଛୁମାନେ ରାଜଧାନୀର ବିଭିନ୍ନ ସ୍ଥାନରେ ବ୍ୟାନର ଓ ହୋର୍ଡିଂ ଲଗାଇଛନ୍ତି। କିନ୍ତୁ ଏହି ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ବାଧା ସୃଷ୍ଟି କରି ଜଣେ ଫୁଲ ବ୍ୟବସାୟୀ ଉଭୟ କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀଙ୍କୁ ଅସମ୍ମାନିତ କରିଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି କଳିଙ୍ଗ ହସ୍ପିଟାଲ ଛକରେ। ସୂଚନା ଅନୁଯାୟୀ, ଗତକାଲି […]
Read More Text.