ଏସ୍ଆଇ ଚାକିରି କେଳେଙ୍କାରୀ: ଅରିଜିନାଲ ସାର୍ଟିଫିକେଟ ନେଇ ହେଉଥିଲା ଡିଲ୍, ବ୍ଳାଙ୍କ ଚେକରେ ଟଙ୍କା କାରବାର
ଭୁବନେଶ୍ୱର : ପୋଲିସ ଏସଆଇ ଚାକିରି ପଛରେ ସିଣ୍ଡିକେଟ୍ । ଅରିଜିନାଲ ସାର୍ଟିଫିକେଟ ନେଇ ଚାଲୁଥିଲା ଡିଲ୍ । ବ୍ଳାଙ୍କ ଚେକ୍ ରେ ହେଉଥିଲା ଟଙ୍କା କାରବାର । ବିଭିନ୍ନ କୋଚିଂ ସେଣ୍ଟରେ କୋଚିଂ ଦେଉଥିବା ଶିକ୍ଷକଙ୍କ ଜରିଆରେ ଚାଲୁଥିଲା ସିଣ୍ଡିକେଟ୍ । କ୍ରାଇମବ୍ରାଞ୍ଚ ହାତରେ ଲାଗିଲା ବଡ଼ ତଥ୍ୟ । ସିଣ୍ଡିକେଟ ମେମ୍ବର ବିଶ୍ବ ରଞ୍ଜନ ବେହେରା ଗିରଫ । ଘର ବାରଙ୍ଗ ବିଦ୍ୟାଧରପୁର ଅଞ୍ଚଳରେ । ଆଶାୟୀଙ୍କ ସହ ଯୋଗାଯୋଗ କରୁଥିଲା ବିଶ୍ବରଞ୍ଜନ। ସକାଳେ ଆଉ […]
Read More Text.