ମଦ ମାଫିଆଙ୍କ ସିକ୍ରେଟ୍ ଚାମ୍ବର ଭାଙ୍ଗିଲା ଅବକାରୀ ବିଭାଗ
ଭୁବନେଶ୍ବର: ଶନିବାର ଅବକାରୀ ବିଭାଗ ସାଲିଆ ସାହିର ନୀଳଚକ୍ରନଗର ବସ୍ତିରେ ଦେଶୀ ମଦ ଭାଟି ଉପରେ ଚଢାଉ କରି ୫ ହଜାର ଲିଟର ଦେଶୀ ମଦ ଏବଂ ୧୬ ହଜାର ଲିଟର ପୋଚ ଜବତ କରିଥିଲା। ରବିବାର ପୁଣି ଥରେ ବିଭାଗ ସାଲିଆ ସାହିର ପଣ୍ଡା ନଗରରେ ଥିବା ମଦ ଭାଟି ଉପରେ ରେଡ୍ କରି ମାଟିରେ ମିଶାଇ ଦେଇଛି। ଚଢାଉ ସମୟରେ ମଦ ମାଫିଆଙ୍କ ସିକ୍ରେଟ ଚାମ୍ବର ଠାବ ହୋଇଛି । ସୂଚନା ମୂତାବକ ଶନିବାର […]
Read More Text.