ବାରିପଦା କଳାକାର ସଂଘ ତରଫରୁ ଓଡିଶା ନାଟ୍ୟ ସଙ୍ଘ ଦିବସ ପାଳିତ
ବାରିପଦା :: ସ୍ଥାନୀୟ ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ବାରିପଦା କଳାକାର ସଙ୍ଘ ତରଫରୁ ୩୮ତମ ଓଡିଶା ନାଟ୍ୟ ସଙ୍ଘ ଦିବସ ପାଳିତ ହୋଇଯାଇଛି I ଓଡିଶା ନାଟ୍ୟ ସଙ୍ଘର ଉତ୍ତର ଓଡିଶା ଜୋନର ଉପସଭାପତି ରତିକାନ୍ତ ବେହେରାଙ୍କ ସଭାପତିତ୍ୱରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା I ଏଥିରେ ଓ଼ମଂ ନାଟ୍ୟ ସଂସ୍ଥାର ପ୍ରତିଷ୍ଠାତା ତଥା ବିଶିଷ୍ଟ ଅଭିନେତା ଓ ନିର୍ଦ୍ଦେଶକ ଧୀର ବସା ଅତିଥି ଭାବେ ଯୋଗ ଦେଇ ମଞ୍ଚ ନାଟକ ପ୍ରତି ନାଟ୍ୟ […]
Read More Text.