ଜିଲ୍ଲାସ୍ତରୀୟ “ମେଧାବୀ ମୟୂରଭଞ୍ଜ” ସମ୍ବର୍ଦ୍ଧନା ସମାରୋହ -୨୦୨୬
ବାରିପଦା : ମୟୂରଭଞ୍ଜ ଭଳି ଏକ ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ ଓ ତତସହିତ ଅଧିକ ସଂଖ୍ୟାରେ A1 ଗ୍ରେଡରେ ଛାତ୍ରଛାତ୍ରୀମାନଙ୍କୁ ଉତ୍ତୀର୍ଣ୍ଣ କରିବାରେ ଲକ୍ଷ୍ୟ ନେଇ ୨୦୨୪-୨୫ ଶିକ୍ଷା ବର୍ଷରୁ ଆରମ୍ଭ ହୋଇଛି ବର୍ତ୍ତମାନର ଜିଲ୍ଲାପାଳଙ୍କ ମାନସପ୍ରସୂ କାର୍ଯ୍ୟକ୍ରମ “ମେଧାବୀ ମୟୂରଭଞ୍ଜ” । ଜିଲ୍ଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ଜିଲ୍ଲା ଶିକ୍ଷା ବିଭାଗର ସମସ୍ତ ପଦାଧିକାରୀଙ୍କ ନିୟମିତ ତଦାରଖ, ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସମୟ ଉପଯୋଗୀ ଉତ୍ସର୍ଗୀକୃତ ଶିକ୍ଷାଦାନ […]
Read More Text.