ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ
କଟକ : କଟକ ସ୍ୱତନ୍ତ୍ର ପୋକସୋ କୋର୍ଟ ଜନୈକା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହିତ ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି । ସଶ୍ରମ କାରାଦଣ୍ଡ ସହିତ ୫୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଜରିମାନା ଅନାଦେୟ ଅଧିକ ଦୁଇ ବର୍ଷ ଜେଲଦଣ୍ଡ ଭୋଗିବ ବୋଲି ନିର୍ଦ୍ଦେଶ ରହିଛି। ପିଡ଼ିତା କ୍ଷତିପୂରଣ ଆଇନ ଅନୁଯାୟୀ ପିଡ଼ିତାକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଜିଲ୍ଲା ଆଇନସେବା ପ୍ରାଧିକରଣ ଜରିଆରେ ପ୍ରଦାନ […]
Read More Text.