ତ୍ରି-ଦିବସୀୟ ସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା “ପ୍ରଗତି” ଅନୁଷ୍ଠିତ
ବାରିପଦା: ମୟୁରଭଞ୍ଜ ଜିଲ୍ଲା ସରକାରୀ ଉଚ୍ଚ ବିଦ୍ୟାଳୟ, ରରୁଆଁରେ ପ୍ରଧାନଶିକ୍ଷକଙ୍କ ବୃତ୍ତିଗତ ବିକାଶ ନିମନ୍ତେ ୧ମ ପର୍ଯ୍ୟାୟ ତ୍ରି-ଦିବସୀୟ ସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା ଆଧାରିତ କର୍ମଶାଳା “ପ୍ରଗତି” ଅନୁଷ୍ଠିତ ହୋଇଯାଇଛି I ଏଥିରେ ରରୁଆଁ ବ୍ଲକର ୫୫ ଜଣ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ | ଏହି ତିନିଦିନିଆ କର୍ମଶାଳାଟି ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ମୟୂରଭଞ୍ଜର ଶିକ୍ଷକ-ପ୍ରଶିକ୍ଷକ ତଥା ଡାଏଟ-ସିଆରସି ସଂଯୋଗ ସହ-ସଂଯୋଜକ, ରରୁଆଁ ସଂଜୀବ କୁମାର ପାତ୍ରଙ୍କ ତତ୍ତ୍ୱାବଧାନରେ […]
Read More Text.