ମୌସୁମୀ ଅଧିବେଶନ ପାଇଁ ବିଧାନସଭା ଜଗିବେ ୩୦ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ଵର : ଗୁରୁବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍ ପୁଲିସ୍ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୁଧବାର ପୁଲିସ୍ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଥିଲେ। ଗୁଇନ୍ଦା ନିର୍ଦେଶକଙ୍କ ସହ ଆଇନଶୃଙ୍ଖଳା ଡିଜି ଉପସ୍ଥିତ ଥିଲେ । ଅଧିବେଶନ ସମୟରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ ବୋଲି ସୂଚନା ମିଳିଛି। ଆତଙ୍କି ଆକ୍ରମଣ ମୁକାବିଲା ପ୍ରତିହତ ପାଇଁ ବି ପ୍ରସ୍ତୁତି ହୋଇଛି । ତେବେ କରାଯାଇଥିବା ବ୍ୟବସ୍ଥା […]
Read More Text.