ଜମି ବିବାଦକୁ ନେଇ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା
ପୁରୀ: ଯୁବକଙ୍କୁ ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ହତ୍ୟା । ଜମିଜମା ବିବାଦକୁ କେନ୍ଦ୍ର କରି ନୃଶଂସ ହତ୍ୟାକାଣ୍ଡ ଘଟିଛି । ପୁରୀ ଜିଲ୍ଲା ଚନ୍ଦନପୁର ଥାନା ମହାନା ସାହି ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତ ଯୁବକ ସେହି ଗାଁର କାଳିଆ ମଲ୍ଲିକ । ମୃତ କାଳିଆଙ୍କ ସହ ଗାଁର ଛବିମନ୍ୟୁ ଦାସଙ୍କ ଜମିଜମା ବିବାଦ ରହିଥିଲା । ଗତକାଲି ସକାଳେ ଛବିମନ୍ୟୁ ଗାଁ ଛକରେ ଅନ୍ୟ ଜଣେ ବ୍ୟକ୍ତିଙ୍କ ସହ କଥା ହେଉଥିବାବେଳେ କାଳିଆ ତାଙ୍କୁ […]
Read More Text.