ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବନ୍ୟପ୍ରାଣୀ ଏବଂ ଜୈବବିବିଧତା ସଂରକ୍ଷଣ ବିଭାଗର କର୍ମଶାଳା
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ବନ୍ୟପ୍ରାଣୀ ଏବଂ ଜୈବବିବିଧତା ସଂରକ୍ଷଣ ବିଭାଗ ଦ୍ଵାରା ଆୟୋଜିତ ଏକ ଦ୍ୱିଦିବସୀୟ କର୍ମଶାଳା ଉଦ୍ଘାଟିତ ହୋଇଯାଇଛି । “ସୁରକ୍ଷିତ ପଦକ୍ଷେପ: କ୍ଷେତ୍ରୀୟ ଗବେଷଣାରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ ଦିଗରେ ଆହ୍ୱାନ ଓ ସମାଧାନ” ଶୀର୍ଷକ ଏହି କର୍ମଶାଳାର ଉଦଘାଟନୀ ଉତ୍ସବକୁ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀ ମୁଖ୍ୟ ପୃଷ୍ଣପୋଷକ ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ । ନିଜ ବକ୍ତବ୍ୟରେ ପ୍ରଫେସର ଶତପଥୀ ଏହି କର୍ମଶାଳା […]
Read More Text.