ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପେନସନ ମେଳା ଅନୁଷ୍ଠିତ, ୬ ଜଣ ଶିକ୍ଷଙ୍କ ଙ୍କୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ
ବାରିପଦା : ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମୀଳନୀ କକ୍ଷରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶଶିଧର ସିଂଙ୍କ ସଭାପତିତ୍ବରେ ଅକ୍ଟୋବର ମାସରେ ଅବସର ଗ୍ରହଣ କରିଥିବା ୬ ଜଣ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀଙ୍କ ଉଦ୍ଦେଶ୍ୟରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ଥିବା ସମସ୍ତ ସରକାରୀ ଓ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ରୁ ଏହି କର୍ମଚାରୀ ମାନେ ଅବସର ଗ୍ରହଣ କରିଛନ୍ତି I ଜିଲ୍ଲାସ୍ତରୀୟ ଏହି ବିଦାୟ […]
Read More Text.