୩ରେ ନୂଆପଡ଼ା ଗସ୍ତ କରିବେ ନବୀନ
ଭୁବନେଶ୍ବର: ଆସନ୍ତା ୩ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବେ। ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏ ସମ୍ପର୍କରେ ଶୁକ୍ରବାର ବିଜେଡି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ସାମ୍ବାଦିକ ସମ୍ମିଳନୀରେ ବିଜେଡି ଉପସଭାପତି ଦେବୀ ମିଶ୍ର, ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ, ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି, ଜିଲ୍ଲା ବିଜେଡି ସଭାପତି ଅବନୀ ରଞ୍ଜନ ଯୋଶୀ […]
Read More Text.