ପିତୃପୁରୁଷଙ୍କୁ ପିଣ୍ଡଦେବାକୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଭିଡ
ଭୁବନେଶ୍ବର: ଆଜି ହେଉଛି ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜି ଠାରୁ ପିତୃପକ୍ଷ ଆରମ୍ଭ ହୋଇଛି । ଏହି ସମୟରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ । ଏହା ୧୫ ଦିନ ଅର୍ଥାତ୍ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦଠାରୁ ଅମାବାସ୍ୟା ପର୍ଯ୍ୟନ୍ତ କାଳ ବା ପକ୍ଷକୁ ପିତୃପକ୍ଷ କୁହାଯାଏ । ଏହି ସମୟ ପିତୃ ଉପାସନାର ପ୍ରକୃଷ୍ଟ ସମୟ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି । […]
Read More Text.