ଦଶାହ ଖାଦ୍ୟ ଖାଇ ୪ ମୃତ, ୧୭ ଆକ୍ରାନ୍ତ
ଝାରସୁଗୁଡ଼ା: ଦଶାହ ଭୋଜି ଖାଇ ୪ ମୃତ, ୧୭ ଆକ୍ରାନ୍ତ । ସୁନ୍ଦରଗଡ଼ ଜିଲ୍ଲା ହେମଗିର ବ୍ଲକ ଅନ୍ତର୍ଗତ ନୂଆଡ଼ିହି ଗାଁରେ ଏକ ଦୁଃଖଦ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଦଶାହ ଭୋଜି ଖାଇବା ପରେ ବିଷାକ୍ତ ଖାଦ୍ୟ ପ୍ରଭାବରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୭ ଜଣ ଗୁରୁତର ଭାବେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ଝାରସୁଗୁଡ଼ା ଜିଲ୍ଲାର । ନୂଆଡ଼ିହି ଗାଁରେ ଆୟୋଜିତ ଦଶାହ […]
Read More Text.