A. padhi

‘ଜୈବିକ ଚାଉଳରୁ ପ୍ରସ୍ତୁତ ହେବ ମହାପ୍ରଭୁଙ୍କ କୋଠଭୋଗ’

ପୁରୀ : ଜୈବିକ ଟାଉଳରୁ ପ୍ରସ୍ତୁତ ହେବ ମହାପ୍ରଭୁଙ୍କ କୋଠଭୋଗ ।  ଆସନ୍ତା ରଥଯାତ୍ରାରୁ ଜୈବିକ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ କରାଯିବ ।  ବଳଭଦ୍ର ଜୈବିକ ଚାଷ ମିଶନ ଦ୍ୱାରା ପ୍ରସ୍ତୁତ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ ହେବ ବୋଲି କୃଷି ବିଭାଗ ସଚିବ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି ।  ଅମୃତ ଅନ୍ନ ଯୋଜନାରେ ଜୈବିକ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ ହେବ । ଏଥି ପାଇଁ ବରଗଡ଼, କଟକ ଏବଂ କୋରାପୁଟ ଜିଲ୍ଲାରେ ଜୈବିକ […]

Read More Text.
Heavy rain 2

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ, ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଯେ କୌଣସି ପରିସ୍ଥିତି ମୁକାବିଲା ନେଇ ଆମେ ପ୍ରସ୍ତୁତ ରହିଛୁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।  ପ୍ରଭାବିତ ହେବାକୁ ଥିବା ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି ।  ରିଲିଫ କେନ୍ଦ୍ର ପ୍ରସ୍ତୁତ ରଖାଯାଇଛି, ଆବଶ୍ୟକ […]

Read More Text.
Bike 1

ବାଇକରେ ବୁହା ହେଲା ମରଶରୀର, ଗାଁକୁ ଯାଇ ପାରିଲାନି ମହାପ୍ରୟାଣ ଗାଡ଼ି

ବୌଦ୍ଧ : ସରୁନି ଦୁଃଖ । କେବେ ଅନ୍ତ ହେବ ଗାଁର ଦୁର୍ଦ୍ଦଶା । ୬କିଲୋମିଟର ବାଟ ବାଇକରେ ବୁହା ହେଲା ମରଶରୀର । ରାସ୍ତାର ଦୁର୍ଦ୍ଦଶା ପାଇଁ ଗାଁ କୁ ଯାଇ ପାରିଲାନି ମହାପ୍ରୟାଣ ଗାଡ଼ି । ଏଭଳି ଅଭାବନୀୟ ଘଟଣା ବୌଦ୍ଧ ଜିଲ୍ଲା ଆଡେଣିଗଡ଼ ପଞ୍ଚାୟତର କାଚପାଜୁ ଗାଁରେ ଦେଖିବା ପାଇଁ ମିଳିଛି । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅଡେଣିଗଡ଼ ପଞ୍ଚାୟତ କାଚପାଜୁ ଗାଁର ଦୁତିଆ ବେହେରାଙ୍କ ପତ୍ନୀ ସୁନାମତି ବେହେରାଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ […]

Read More Text.
Murder1

ଅପେରା ଦେଖାଇବାକୁ ଡାକିନେଇ ମାରିଦେଲା ସାଙ୍ଗ

କେନ୍ଦୁଝର : ମୋ ସ୍ବାମୀଙ୍କୁ ଅପେରା ଦେଖିବାକୁ ସାଙ୍ଗ ମାନେ ଘରୁ ଡାକି ନେଇ ମାରି ଦେଲେ । ଟାଉନ ଥାନାରେ ଏପରି ଲିଖିତ ଅଭିଯୋଗ କରିଛନ୍ତି ମୃତକ ଜଯନ୍ତ ପାତ୍ରଙ୍କ ସ୍ତ୍ରୀ ସୌଭାଗିନୀ ପାତ୍ର । ଅଭିଯୋଗ ଅନୁସାରେ ଜୟନ୍ତ କେନ୍ଦୁଝର ସ୍ଥାନୀୟ ଗମ୍ଭାରିଆ ଗାଁରେ ୮ବର୍ଷ ହେବ ଘରଜ୍ୱାଇଁ ଭାବରେ ରହି ଆସୁଥିଲେ । ତେବେ ଗତ ୨୨ ତାରିଖ ଦିନ ଜୟନ୍ତ ତାଙ୍କୁ ଓ ପିଲାକୁ ନିଜ ଗାଁକୁ ପଠାଇ ଗମ୍ଭାରିଆ ଘରକୁ ଫେରିଥିଲେ […]

Read More Text.
Anugul v 1

ଛେଳିକୁ ବଞ୍ଚାଇବାକୁ ଯାଇ ଯୁବକ ଗୁରୁତର, ହାତ ଛିଣ୍ଡେଇ ନେଲା କୁମ୍ଭୀର

ଅନୁଗୁଳ : ଯୁବକଙ୍କ ହାତ ଛିଣ୍ଡେଇ ନେଲା କୁମ୍ଭୀର । ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ରଣିଆକଟା ପଞ୍ଚାୟତ ଝାମ୍ପୁଲି ଗାଁ ନିକଟ ଏକ ଯୋରରେ ଥିବା କୁମ୍ଭୀର ଜଣେ ଯୁବକଙ୍କ ହାତକୁ କାମୁଡ଼ି ଛିଣ୍ଡେଇ ନେଇଯାଇଛି । କୁମ୍ଭୀର ମୁହଁରୁ ଛେଳିକୁ ବଞ୍ଚାଇବାକୁ ଯାଇ ଯୁବକ ଜଣକ ଏହି ଭୟାନକ ଘଟଣାର ସମ୍ମୁଖୀନ ହୋଇଛନ୍ତି । କୁମ୍ଭୀର ଆକ୍ରମଣରେ ଗୁରୁତର ଯୁବକ ଝାମ୍ପୁଲି ଗାଁର ରଞ୍ଜିତ ପ୍ରଧାନ । ତାଙ୍କୁ ପ୍ରଥମେ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ […]

Read More Text.
Dgp 1

ନୂଆପଡ଼ା ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା। ପୋଲିସ ମୁଖ୍ୟାଳୟ ଠାରେ ଉପନିର୍ବାଚନ ନେଇ ପୋଲିସ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଅବାଧ, ସ୍ୱଚ୍ଛ, ମୁକ୍ତ ଓ ନିରପେକ୍ଷ ଉପ-ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ ଡିଜିପି। ନିର୍ବାଚନ ଆଚରଣ ବିଧିର କଡାକଡି ଅନୁପାଳନ ଉପରେ ମଧ୍ୟ ଗୁରୁତ୍ବ ପ୍ରଦାନ କରିଥିଲେ। ଭିଆଇପି ଓ ଭିଭିଆଇପିଙ୍କ ଗସ୍ତ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ପାଇଁ ଭାରତୀୟ ନିର୍ବାଚନ କମିସନ […]

Read More Text.
Img 20251023 wa0211

ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜିତ

ବାରିପଦା: ସାଇବର ଠକେଇରୁ ଲୋକଙ୍କୁ ସୁରକ୍ଷା ଦେବାପାଇଁ ଚଳିତ ଅକ୍ଟୋବର ମାସ ୧୮ ତାରିଖ ରୁ ଆଗାମୀ ସେପ୍ଟେମ୍ବର ମାସ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ସାଇବର ସୁରକ୍ଷା ସଚେତନତା ଅଭିଯାନ -୨୦୨୫ ଜାରି ରହିଛି। ଏହି କ୍ରମରେ ୧୮ତାରିଖ ରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ସାଇବର ସୁରକ୍ଷା ଅଭିଯାନ-୨୦୨୫ର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସାଇବର ଠକେଇରୁ […]

Read More Text.
Img 20251023 wa0234

ଅନ୍ତର୍ଜାତୀୟ ରଗବୀ ଖେଳାଳି ସନ୍ଧ୍ୟାରାଣୀଙ୍କୁ ମୟୁରଭଞ୍ଜ ମାଟିରେ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ

ବାରିପଦା : ସନ୍ଧ୍ୟାରାଣୀ ଭାରତୀୟ ମହିଳା ଦଳରେ ସ୍ଥାନ ପାଇ ଚାଇନା ଓ ଶ୍ରୀଲଙ୍କା ଠାରେ ନିଜର ପ୍ରଥମ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଇତିହାସ ସୃଷ୍ଟି କରି ଫେରିବା ପରେ  ମୟୁରଭଞ୍ଜ ଜିଲ୍ଲାର ଏକ ଅଣ ରାଜନୋତିକ ସଂଗଠନ ଭଞ୍ଜସେନା ଦ୍ବାରା  ବାରିପଦାର ପ୍ରବେଶ ପଥ ପାଲବଣୀ ବାଇପାସଠାରେ ସନ୍ଧ୍ୟାଙ୍କୁ ସମ୍ବର୍ଦ୍ଧନା ଦେବା ପରେ ଏକ ରୋଡ ରାଲି ଦ୍ବାରା ସହିଦ୍ ସ୍ମୃତି ଭବନ ପର୍ଯ୍ୟନ୍ତ ନିଆଯାଇଥିଲା। ସେଠାରେ ସନ୍ଧ୍ୟାଙ୍କୁ ନିଜ ଅନୁଷ୍ଠାନ ତଥା ପ୍ରଶିକ୍ଷଣ ଗ୍ରହଣ […]

Read More Text.
Sir 1068x601

ଏସଆଇଆର ପ୍ରସ୍ତୁତି ସାରିବାକୁ CEOଙ୍କୁ ନିର୍ଦେଶ

ଭୁବନେଶ୍ୱର/ନୂଆଦିଲ୍ଲୀ: ଭାରତ ନିର୍ବାଚନ ଆୟୋଗ(ECI)ର ଦୁଇ ଦିନିଆ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସମ୍ମିଳନୀ ଗୁରୁବାର ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଡେମୋକ୍ରାସି ଆଣ୍ଡ ଇଲେକ୍ଟୋରାଲ୍ ମ୍ୟାନେଜମେଣ୍ଟ(IIIDEM) ଠାରେ ସମାପ୍ତ ହୋଇଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ନିର୍ବାଚନ କମିଶନର ଡକ୍ଟର ସୁଖବୀର ସିଂହ ସାନ୍ଧୁ, ଡକ୍ଟର ବିବେକ ଯୋଶୀଙ୍କ ସମେତ ଦେଶର ସମସ୍ତ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶର ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ. […]

Read More Text.