ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ, ମୋଟ ୯୬ ଟି ଅଭିଯୋଗର ହେଲା ଶୁଣାଣୀ

ବାରିପଦା-   ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଶ୍ରୀ ବରୁଣ ଗୁଣ୍ଟୁପାଲି ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଚାରୁ କୁମାର ବଳ, ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା […]

Read More Text.

ଜାତୀୟ ନାଟ୍ୟ ମହୋତ୍ସବ ଉଦଘାଟିତ, ଦର୍ଶକଙ୍କୁ ସ୍ତବ୍ଧ କଲା ଦିଲ୍ଲୀର ନାଟକ “ଅଲ ମାଇ ସନ୍ସ”

ବାରିପଦା : ସ୍ଥାନୀୟ ସହିଦ ସ୍ମୃତି ଭବନରେ ଓମ ନାଟ୍ୟ ସଂସ୍ଥାର ରୌପ୍ୟ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ଜାତୀୟ ନାଟ୍ୟ ମହୋତ୍ସବ ଉଦଘାଟିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ମହୋତ୍ସବକୁ ଉଦଘାଟନ କରିବା ସହ ମହୋତ୍ସବର ସଫଳତା କାମନା କରିଥିଲେ I ସମ୍ମାନିତ ଅତିଥି ଭାବେ ବାରିପଦା ଉପ ଜିଲ୍ଲାପାଳ ଡଃ ଦୟାସିନ୍ଧୁ ପରିଡା, ଶିକ୍ଷାବିତ ପ୍ରିତିଶ […]

Read More Text.

ବାରିପଦା ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଶିଶୁଙ୍କ ପିତାମାତା, ପ୍ରଧାନ ଶିକ୍ଷକ ଓ ସିଆରସିସିଙ୍କ ସଚେତନତା ଶିବିର ଅନୁଷ୍ଠିତ

ବାରିପଦା: ବାରିପଦା ବ୍ଲକ ଅଧିନସ୍ଥ କେ.ସି.ପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ରାଜଲକ୍ଷ୍ମୀ ମିଶ୍ର ତଥା ବ୍ଲକର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ତପସ୍ୱିନୀ ଦାଶଙ୍କ ଦ୍ୱାରା ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଶିଶୁଙ୍କ ପିତାମାତା, ଅଭିଭାବକ, ପ୍ରଧାନ ଶିକ୍ଷକ, ପ୍ରିନସିପାଲ ଓ ସି ଆର ସିସି ଙ୍କ ସଚେତନତା ଶିବିର ଉଦଘାଟିତ ହୋଇଯାଇଛି। ଏହି ଶିବିରରେ ୫୦ ଜଣ ଶିକ୍ଷାର୍ଥୀ ଯୋଗ ଦେଇଥିଲେ । ଏହି ସଚେତନତା ଶିବିର  ମାଧ୍ୟମରେ ଦିବ୍ୟାଙ୍ଗ ଶିଶୁ […]

Read More Text.

କୁଷ୍ଠ ରୋଗ ଚିହ୍ନଟ ଅଭିଯାନ ସମ୍ପର୍କିତ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ

ଜିଲାରେ ଦୁଇ ବର୍ଷରେ ମୋଟ 825 ନୂତନ କୁଷ୍ଠ ରୋଗ କେଶ ଚିହ୍ନଟ ବାରିପଦା-  ଚଳିତ ବର୍ଷ ଜିଲ୍ଲାରେ ୧୭ ରୁ ୩୦ ନଭେମ୍ବର ୨୦୨୫ ମଧ୍ୟରେ ହେବାକୁ ଯାଉଥିବା କୁଷ୍ଠ ରୋଗ ଚିହ୍ନଟ ଅଭିଯାନ ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ମହାତ୍ମା ଗାନ୍ଧୀ ସଭା ଗୃହରେ ଆୟୋଜିତ ଏହି ବୈଠକରେ ଅଭିଯାନ ପାଇଁ ପ୍ରସ୍ତୁତିର ସମୀକ୍ଷା କରାଯାଇଥିଲା। […]

Read More Text.

୩୫ବର୍ଷ ପରେବି ସରକାରୀ ସହାୟତାରୁ ବଂଚିତ ବାସହରା ଦମ୍ପତି

ଆଗରପଡ଼ା :ସରକାର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଜମିପଟ୍ଟା ସହ ଆବାସ ଯୋଜନାରେ ଘର ଯୋଗାଇ ଦେଇଛନ୍ତି । ଦୁଃଖ ଓ ପରିତାପର ବିଷୟ ଦୀର୍ଘ ୩୫ ବର୍ଷ ହେବ ଏକ ଦମ୍ପତି ଅନ୍ୟ ଲୋକଙ୍କ ଘର ବାରଣ୍ଡାରେ ଆଶ୍ରୟ ନେଇଥିଲେ ହେଁ ତାଙ୍କ ପ୍ରତି ପ୍ରଶାସନର ଦୃଷ୍ଟି ପଡ଼ିପାରୁନାହିଁ । ଏହିଭଳି ଏକ ଅଭାବନୀୟ ଘଟଣା ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆ ପଂଚାୟତ ସିଲନ୍ଦୀ ଗ୍ରାମରେ ଦେଖିବାକୁ ମିଳିଛି । ବୃଦ୍ଧ କୁଞ୍ଜବିହାରୀ ସାହୁ (୭୩ […]

Read More Text.

ବାଳିକା ହାଇସ୍କୁଲରେ ମହତାବଙ୍କ ଜୟନ୍ତୀ

ଆଗରପଡ଼ା :ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲରେ ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ଉତ୍କଳକେଶରୀ ଡ.ହରେକୃଷ୍ଣ ମହତାବଙ୍କ ସରକାରୀ ସ୍ତରରେ ଚାଲିଥିବା ବର୍ଷେ ତମାମ ୧୨୫ତମ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି । ବିଶିଷ୍ଟ ଐତିହାସିକ ତଥା ଗବେଷକ ଡ. ଭାଗବତ ତ୍ରିପାଠୀ, ପ୍ରାକ୍ତନ ପ୍ରଶାସନିକ ଅଧିକାରୀ ପଦ୍ମନ ରାୟ ଅତିଥିଭାବେ ଯୋଗଦେଇ ଡ.ମହତାବଙ୍କ ବହୁମୁଖୀ ପ୍ରତିଭା ସଂପର୍କରେ ଆଲୋକପାତ କରିଥିଲେ । ବାଳିକା ହାଇସ୍କୁଲ ପ୍ରଧାନଶିକ୍ଷକ ଚିତ୍ତରଂଜନ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ସହକାରୀ ଶିକ୍ଷକ ଅଜିତ ରାଉଳ ସ୍ୱାଗତ ଭାଷଣ,ବିରେନ […]

Read More Text.
Photo for the news of manasmita

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସୁରଭି ପ୍ରତିଯୋଗିତା, ବନ୍ତ ବ୍ଳକର ମନସ୍ମୀତା ରାଜ୍ୟ ଚମ୍ପିଆନ

ଆଗରପଡ଼ା :ଜିଲ୍ଳାସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଜିଲ୍ଲାର ୭ଗୋଟି ବ୍ଳକ ମଧ୍ୟରୁ ବନ୍ତ ବ୍ଲକ ସଫଳତାର ଶୀର୍ଷ ସ୍ଥାନ ଅଧିକାର କରିଥିଲା । ବରିଷ୍ଠ ବିଭାଗ ତର୍କରେ ପିଏମଶ୍ରୀ ହାଇସ୍କୁଲ,ସେଣ୍ଢତିରା ଛାତ୍ରୀ ଶୁଭଲକ୍ଷ୍ମୀ ଦାସ ପ୍ରଥମ ସ୍ଥାନ,ବରିଷ୍ଠ ବିଭାଗ ପତ୍ରଲିଖନରେ ପିଏମଶ୍ରୀ ହାଇସ୍କୁଲ,ସେଣ୍ଢତିରା ଛାତ୍ରୀ ମାନସୀ ନାୟମ ପ୍ରଥମ ସ୍ଥାନ,ଚିତ୍ରାଙ୍କନରେ ଉଚ୍ଚ ମାଧ୍ୟମିକ ବରିଷ୍ଠ ବିଭାଗରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ,ପଳାସଗଡ଼ିଆ ଏକାଦଶ ଶ୍ରେଣୀ ଛାତ୍ରୀ ମାନ୍ୟତା ବାରିକ ପ୍ରଥମ ସ୍ଥାନ,ସୃଜନାତ୍ମକ ଲେଖା ବରିଷ୍ଠ […]

Read More Text.

ଏଜି ଛକରେ ରହିବନି ଟ୍ରାଫିକ ପୋଷ୍ଟ, ନିର୍ମାଣ ହେବ ଦୁଇ ଥାକିଆ ରାସ୍ତା

ଭୁବନେଶ୍ଵର: ଭୁବନେଶ୍ଵର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ। ସହରର ଟ୍ରାଫିକ ସମସ୍ୟା ଦୂର ପାଇଁ ଦୁଇ ଥାକିଆ ରାସ୍ତା ନିର୍ମାଣ କରାଯିବ। ଏଜି ଛକ ଦେଇ ଏହି ରାସ୍ତା ଯିବ। ମାଟି ତଳେ ଏବଂ ମାଟି ଉପରେ ରାସ୍ତା ନିର୍ମାଣ କରାଯିବ। କଳ୍ପନା, ଖଣ୍ଡଗିରି, ଜୟଦେବ ବିହାର ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ହେବ। ରାଜଧାନୀରେ ଏଲିଭେଟେଡ କରିଡର ଲାଗି ପୂର୍ତ୍ତ ବିଭାଗ ଯୋଜନା ପ୍ରସ୍ତୁତ କରି ଏହି ପ୍ରକଳ୍ପ ଆରମ୍ଭ କରିବ। ଟ୍ରାଫିକ ସମସ୍ୟା ଦୂର […]

Read More Text.

୧୦ ଡିଗ୍ରୀ ତଳେ ୪ ସହର, ସେମିଳିଗୁଡ଼ା ସବୁଠୁ ଥଣ୍ଡା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା ରହିଥିବାବେଳେ ସେମିଳିଗୁଡ଼ା ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ତାପମାତ୍ରା ୭.୧ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଜି. ଉଦୟଗିରିରେ ତାପମାତ୍ରା ୭.୪ ଡିଗ୍ରୀ ଥିବାବେଳେ ଦାରିଙ୍ଗବାଡ଼ିରେ ୭.୫ ଏବଂ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରହିଛି। ୧୫ ଡିଗ୍ରୀ ତଳେ ଟ୍ବିନ୍‌ ସିଟିର ରାତ୍ରି ତାପମାତ୍ରା ଥିବାବେଳେ କଟକରେ ୧୪.୬ ଓ ଭୁବନେଶ୍ୱରର […]

Read More Text.
Paddy in mandi

ଆସନ୍ତା ୨୦ରୁ ବରଗଡ ଜିଲ୍ଲାରୁ ଆରମ୍ଭ ହେବ ଖରିଫ ଧାନ କିଣା

ବରଗଡ : ଆସନ୍ତା ୨୦ ତାରିଖରୁ ବରଗଡ ଜିଲ୍ଲାରୁ ଖରିଫ୍ ଧାନ କିଣା ଆରମ୍ଭ ହେବ। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ସ୍ଥାପନ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ ହୋଇଛି। ଚଳିତ ଆର୍ଥିକ ବର୍ଷରେ ୮୦ ସମବାୟ ସମିତିରେ ୨୦୦ ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ଗୋଦାମ ଗୃହ ନିର୍ମାଣ ପାଇଁ […]

Read More Text.