ପିକଅପ ଭ୍ୟାନ ଉପରେ ଚଢ଼ିଗଲା ହାଇୱା: ୩ ମୃତ, ୮ ଗୁରୁତର
କଣ୍ଟାମାଳ : ଦାଦନ ଖଟିବାକୁ ଯାଉଥିବା ବେଳେ ଦୁର୍ଘଟଣା । ୩ ମୃତ, ୮ ଗୁରୁତର ହୋଇଛି । ବୌଦ୍ଧ-କନ୍ଧମାଳ ସୀମାନ୍ତ ଲୁଇସିଂ ଗାଁରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଶ୍ରମିକମାନେ ଯାଉଥିବା ପିକଅପ ଭ୍ୟାନ ଉପରେ ମାଡ଼ିଗଲା ହାଇୱା । ଦୁର୍ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ୮ ଜଣରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ କଣ୍ଟାମାଳ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ହେଲେ କଳାବତୀ କିସାନ ଓ ସୁକୁନି କିମାନ […]
Read More Text.