ଆଦି କର୍ମଯୋଗୀ ଅଭିଯାନ ସମ୍ପର୍କିତ ଏକ ଦିବାସୀୟ ଅଭିମୁଖୀକରଣ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ
ବାରିପଦା – ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତା ରେ ଆଦି କର୍ମଯୋଗୀ ଅଭିଯାନ ସମ୍ପର୍କିତ ଏକ ଦିବସୀୟ ଆଭିମୁଖୀକରଣ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧର୍ମା ନନ୍ଦ ବେହେରା ଏବଂ ଏ ଡି ଇ ଓ ଶ୍ରୀ ଶାନ୍ତନୁ କୁମାର ନାୟକ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଓ ସ୍ବେଛାସେବୀ ସଂଗଠନ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟ ଉନ୍ନୟନ […]
Read More Text.