ଡିଭାଇଡର ଉପରେ ଚଢିଗଲା କାର୍, ୩ ମୃତ
ବରଗଡ଼ : ଡିଭାଇଡର ଉପରେ ଚଢିଗଲା କାର୍, ୩ ଜଣଙ୍କ ମୃତ୍ୟୁ ହୋଇଛି । ଜଣଙ୍କୁ ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତ୍ତି କରାଯାଇଛି । ବରଗଡ଼ ଭଟଲି ଛକ ଓଭର ବ୍ରିଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ମାଡ଼ିଗଲା କାର୍ । ମୃତକଙ୍କ ମଧ୍ୟରେ ୨ ଜଣ ଏକ ଘରୋଇ କମ୍ପାନୀର କର୍ମଚାରୀ । ଅନ୍ୟ ଜଣେ ବରଗଡ଼ ସହରର ବ୍ୟବସାୟୀ । ପୋଲିସ ଘଟଣାସ୍ଥଳରେ […]
Read More Text.