ସୀତା ନଦୀ ପୋଲ ଉପରେ ୩ ଫୁଟ ଉଚ୍ଚର ବର୍ଷା ଜଳ; ଅନେକ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ
କେନ୍ଦୁଝର:ଗତକାଲିଠାରୁ ପ୍ରବଳ ବର୍ଷା ଫଳରେ ଫୁଲୁଛି ନଦୀ ନାଳ। କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଫଳରେ ପାଟଣା ବ୍ଲକ ନୂଆପଡ଼ା ସୀତା ନଦୀର ପୋଲ ଉପରେ ୩ ଫୁଟ ଉଚ୍ଚର ବର୍ଷା ଜଳ ପ୍ରବାହିତ ହେଉଛି । ଯାହାଦ୍ବାରା ପାଟଣା ବ୍ଲକ ଚୀନା ମାଳି ପୋଷି ପଞ୍ଚାୟତ ନୂଆପଡ଼ାରୁ ଢେଙ୍କିକୋଟ, କପାସପଡ଼ା ଘଟଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏଥିସହ ଘଟଗାଁ, ଢେଙ୍କିକୋଟ ପାଶର୍ବରୁ ପର୍ଯ୍ୟଟନ ଭୀମ […]
Read More Text.