ବାତ୍ୟାରେ ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ, କ୍ଷୟକ୍ଷତି ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲା ପ୍ରଶାସନ
ଭୁବନେଶ୍ୱର : ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ । ସଠିକ ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲାପ୍ରଶାସନ । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଘର ଭାଙ୍ଗିଥିଲେ ସର୍ଭେ କରାଯାଇ ତୁରନ୍ତ କ୍ଷତିପୂରଣ ଦିଆଯିବ । ଆକଳନ ବେଳେ […]
Read More Text.