ଶୋଇଥିବା ବେଳେ ମାରଣାସ୍ତ୍ରରେ ହାଣି ହତ୍ୟା
ପାଟଣା: ନିଜ ଘର ବାରଣ୍ଡାରେ ଶୋଇଥିବା ଅବସ୍ଥାରେ ମୁଣ୍ଡକୁ ହାଣି ହତ୍ୟା କରାଯାଇଛି । ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ୫୫ବର୍ଷୀୟ ଭଦୃ ମହାକୁଡ । ଖବରରୁ ପ୍ରକାଶ ଯେ ଘଟଗାଁ ଥାନା ଅଞ୍ଚଳ ଢେଙ୍କିକୋଟ ବିଟ ହାଉସ ଅନ୍ତର୍ଗତ ମେଦିନିପୁର ଗ୍ରାମର ଭଦୃ ମହାକୁଡ଼ ନିଜ ଘର ବାରଣ୍ଡାରେ ଶୋଇଥିବା ବେଳେ ଗତରାତି ୩ଟା ରୁ ୪ଟା ମଧ୍ୟରେ ଏହି ହତ୍ୟାକାଣ୍ଡ ଘଟିଥିଲା […]
Read More Text.