ଵିଜାତଳା ବ୍ଲକ୍ସ୍ତରୀୟ ସାମାଜିକ ସୁରକ୍ଷା ଜନଶୁଣାଣି ଅନୁଷ୍ଠିତ
ବାରିପଦା: ମୟୁରଭଞ୍ଜ ଜିଲ୍ଲା ବିଜାତଳା ବ୍ଲକ୍ କାର୍ଯ୍ୟାଳୟରେ ବ୍ଲକ୍ସ୍ତରୀୟ ମନରେଗା ଓ ସାମାଜିକ ସମୀକ୍ଷା ଜନଶୁଣାଣି ଶିବି ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ବଂଶୀଧର ଖୋସଲା ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଗତବର୍ଷ ଅକ୍ଟୋବରରୁ ଚଳିତ ବର୍ଷ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ ହୋଇଥିବା ମନରେଗା କାର୍ଯ୍ୟର ସମୀକ୍ଷା କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ପି ଏ ଆଇ ଟି ଡି ଏ ଜଗତ ରଞ୍ଜନ ନାଏକ ସମ୍ମାନିତ ଅତିଥି ଭାବେ ବ୍ଲକସହକାରୀ ଯନ୍ତ୍ରୀ ବିମଳା ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ। ବ୍ଲକର ୧୨ଟି […]
Read More Text.