ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ସମ୍ବନ୍ଧୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ବାରିପଦା- ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ସମ୍ବନ୍ଧୀୟ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାଏକ, ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧର୍ମା ନନ୍ଦ ବେହେରା, ବାରିପଦା ଉପଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଗୌତମ […]
Read More Text.