Home gurd v

ହୋମଗାର୍ଡ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ଖୋର୍ଦ୍ଧା: ହୋମ୍‌ଗାର୍ଡ ପରୀକ୍ଷା ପାଇଁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି ।  ତରତୁଆ ରିଜର୍ଭ ପଡିଆରେ ଶାରୀରିକ ପରୀକ୍ଷା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଦୌଡୁଥିବା ବେଳେ ସେ ହଠାତ୍‌ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ । ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲା ।  ପରେ ପରୀକ୍ଷାର୍ଥୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।  ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ […]

Read More Text.
Arrest v

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା; ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ମାମଲା । ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ । ତେବେ ଚେନ୍ନାଇରୁ ଯୁବକକୁ ପୋଲିସ ଓଡ଼ିଶା ଆଣୁଥିବା ସୂଚନା ରହିଛି । ଘଟଣାର ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତ ଯୁବକଙ୍କ ନାଁରେ ବ୍ଲାକ୍‌ମେଲିଂ କରିଥିବା ଅଭିଯୋଗ ରହିଛି । ମିଳିଥିବା ସୂଚନା ଅନୁସାରେ, ଅଟକ ରହିଥିବା ଅଭିଯୁକ୍ତ ହେଲା ବିଲିକଣା ପଞ୍ଚାୟତ ତେରୋଇ ଗାଁର ଗଣେଶ୍ବର ବେହେରାଙ୍କ ପୁଅ ପ୍ରମୋଦ ବେହେରା । ତାକୁ […]

Read More Text.
Begunia n

ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ

ବେଗୁନିଆ: ବେଗୁନିଆର ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ଚନ୍ଦ୍ର ରଣବିଜୁଳିଙ୍କୁ ଖୋର୍ଦ୍ଧାରେ ଆକ୍ରମଣ ଅଭିଯୋଗ । ତାଙ୍କୁ ଜୀବନରେ ମାରିଦେବାକୁ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ଓ ତାଙ୍କ ସମର୍ଥକ ଧମକ ଦେଇଥିବା ଖୋର୍ଦ୍ଧା ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ ଗତକାଲି ମଧ୍ୟାହ୍ନରେ ବେଗୁନିଆରେ ୨୦୨୪ ନିର୍ବାଚନରେ ବିଜେପି ପକ୍ଷରୁ ବିଧାୟକ ପ୍ରାର୍ଥୀ ହୋଇଥିବା ପ୍ରକାଶ ଚନ୍ଦ୍ର ରଣବିଜୁଳି ବେଗୁନିଆର କିଛି ଚାଷୀଙ୍କ ମଣ୍ଡି ସମସ୍ୟା ନେଇ ଖୋର୍ଦ୍ଧା ଡିଆରସିଏସଙ୍କ କାର୍ଯ୍ୟାଳୟକୁ ଯାଇଥିଲେ […]

Read More Text.
Screenshot 2025 04 28 191923 720

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା; ୨ ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

କଟକ: ଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଆସନ୍ତା ୧୧ ଓ ୧୨ ଦୁଇ ଦିନ ପାଇଁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇ ପଚରା ଉଚରା କରିବ । ସେମାନେ ହେଲେ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଏବଂ ଶିକ୍ଷକ ନେତା ବିଜୟ କୁମାର ମିଶ୍ର । କ୍ରାଇମବ୍ରାଞ୍ଚଏହି ଦୁଇ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା । ହେଲେ […]

Read More Text.
Rape

ନାବାଳିକା ଝିଆରିକୁ ଦୁଷ୍କର୍ମ, ଗର୍ଭବତୀ କରିବା ଅଭିଯୋଗରେ ପିଉସା ଗିରଫ

ଜଳେଶ୍ୱର : ନାବାଳିକା ଝିଆରିକୁ ଦୁଷ୍କର୍ମ । ଗର୍ଭବତୀ କରିବା ଅଭିଯୋଗରେ ସମ୍ପର୍କୀୟ ପିଉସା ଗିରଫ । ପିଉସା-ଝିଆରୀ ସମ୍ପର୍କରେ ଲାଗିଲା କଳଙ୍କର ଛିଟା । ବାଲେଶ୍ବର ଜିଲ୍ଲା ସିଂଲା ଥାନା ଭାନୁପୁରରେ ଅଭିଯୁକ୍ତ ପିଉସାକୁ କାବୁ କରି ରାତି ସାରା ବାନ୍ଧି ରଖିଥିଲେ ପରିବାର । ଘଟଣାସ୍ଥଳରେ ସିଂଲା ଥାନା ପୋଲିସ ପହଞ୍ଚି ଅଭିଯୁକ୍ତକୁ ଗିରଫ କରି ଥାନାକୁ ନେଇଛି । ଭାନୁପୁରରେ ଜଣେ ୧୩ ବର୍ଷ ବୟସର ନାବାଳିକାକୁ ତାଙ୍କର ସମ୍ପର୍କୀୟ ପିଉସା ଅଦ୍ବୈତ ମଣ୍ତଳ […]

Read More Text.
Hcw

ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗ: ବୟସ ସୀମା ୪ ବର୍ଷ କୋହଳ

ଭୁବନେଶ୍ବର: ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗରେ ସର୍ବାଧିକ ବୟସସୀମା ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି ହାଇକୋର୍ଟ । ସର୍ବାଧିକ ବୟସ ସୀମା କୋହଳ ନେଇ ହୋଇଥିବା ପିଟିସନ ଉପରେ ଆସିଲା ରାୟ । ସର୍ବାଧିକ ବୟସ ସୀମା ୪ ବର୍ଷ କୋହଳ କଲେ ରାଜ୍ୟ ସରକାର । ଏନେଇ ହାଇକୋର୍ଟଙ୍କୁ ଅବଗତ କଲେ ଏଜି ପୀତାମ୍ବର ଆଚାର୍ଯ୍ୟ । ହାଇକୋର୍ଟରେ ଆବେଦନ କରିଥିବା ୧୨୪୫ ଜଣଙ୍କ କ୍ଷେତ୍ରରେ ଏହା ଲାଗୁ କରାଯିବ । ୪୦୫ଟି ଡ୍ରାଇଭର ପଦ […]

Read More Text.
Img 20250807 wa0165

ପୁଲିସ ଡିଜିଙ୍କ ଉଦ୍ଦେଶ୍ଯରେ ମୟୂରଭଞ୍ଜ ଯୁବ ଓ ଛାତ୍ର ବିଜେଡ଼ିର ସ୍ମାରକପତ୍ର ପ୍ରଦାନ

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଓ ନାରୀ ନିର୍ଯ୍ୟାତନା ବଢି ଚାଲିଥିବା ଅଭିଯୋଗ ବାରିପଦା: ଓଡ଼ିଶାରେ ଛାତ୍ରୀ ଓ ନାରୀଙ୍କ ଉପରେ ନିର୍ଯ୍ୟାତନା ବଢି ଚାଲିବା ସାଙ୍ଗକୁ ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ଆଡକୁ ଯାଉଥିବା ଅଭିଯୋଗରେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳ  ପକ୍ଷରୁ ପୁଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ଯ ରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି, ରାଜ୍ୟରେ ସାମ୍ପ୍ରତିକ ସ୍ଥିତି ବିରୋଧରେ ବିଜେଡି ସୁପ୍ରିମ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଦଳ […]

Read More Text.
Img 20250807 wa0170

ପୋଲିଙ୍ଗ ବୁଥ ନାମ, ସ୍ଥାନ ଓ ନୂତନ ବୁଥ ସୃଷ୍ଟି ସମ୍ପର୍କ ରେ ବିଭିନ୍ନ ରାଜନୈତିକ ଦଳ ପ୍ରତିନିଧି ମାନଙ୍କୁ ନେଇ ବୈଠକ

ବାରିପଦା: ଆଜି ମୟୁରଭଞ୍ଜ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକଷ୍ଠରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକଙ୍କ ସଭାପତିତିତ୍ୱରେ ପୋଲିଙ୍ଗ ବୁଥ ଗୁଡିକର ଯୁକ୍ତିଯୁକ୍ତକରଣ ତଥା ନାମ, ସ୍ଥାନ ଓ ନୂତନ ବୁଥ ସୃଷ୍ଟି ସମ୍ପର୍କରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି | ପ୍ରାରମ୍ଭ ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାଏକ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିବା ସହ ବୈଠକର ଆଭିମୁଖ୍ୟ ସମ୍ପର୍କରେ ଉଲ୍ଲେଖ କରି କହିଥିଲେ […]

Read More Text.
Img 20250807 wa0142

ରାଇରଙ୍ଗପୁରର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ ସୁଚାରୁ କୁମାର ବଳଙ୍କ ଯୋଗଦାନ

ବାରିପଦା : ଆଜି  ରାଇରଙ୍ଗପୁର ର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ସୁଚାରୁ କୁମାର ବଳ l  ଏଥି ପୂର୍ବରୁ ଶ୍ରୀ ବଳ ଓଡିଶା ସରକାରଙ୍କ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ ସମ୍ପାଦନ କରି ଆସୁଥିଲେ।  ଆଜି ଜିଲ୍ଲାପାଳଙ୍କ ଠାରେ କାର୍ଯ୍ୟରେ ଯୋଗ ଦାନ ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର […]

Read More Text.
Gitabani news photo

ଗୀତାବାଣୀ ପ୍ରଚାର ସଂଘର ଭଗବଦ୍ ଗୀତା ଆବୃତ୍ତି ପ୍ରତିଯୋଗିତା

ବାରିପଦା: ମୟୂରଭଞ୍ଜର ଏକ ପ୍ରମୁଖ ଆଧ୍ୟାତ୍ମିକ ଅନୁଷ୍ଠାନ ଗୀତାବାଣୀ ପ୍ରଚାର ସଂଘ ଆନୁକୂଲ୍ୟରେ ସ୍ଥାନୀୟ ଏମ.ପି.କେ. ବାଳିକା ଉଚ୍ଚ ବିଦ୍ୟାଳୟର ସଭାଗୃହରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶ୍ରୀମଦ୍ ଭଗବଦ୍ ଗୀତା ଆବୃତ୍ତି ପ୍ରତିଯୋଗିତା ସଂଘର ସ୍ଥାୟୀ ସଭାପତି ଡାକ୍ତର ପାର୍ଥ ସାରଥୀ ଜେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସଂସ୍କୃତି ଗବେଷକ ଭାଗବତ ପଣ୍ଡା ଗୀତା ପାଠର ଉପଯୋଗିତା ତଥା ଆଜିର ପ୍ରତିଯୋଗିତାର ଉଦ୍ଦେଶ୍ୟ ସମ୍ପର୍କରେ ଏକ ସାରଗର୍ଭକ […]

Read More Text.